ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ, ଘରୋଇ ହସ୍ପିଟାଲରେ ନର୍ସ ଭାବେ କରୁଥିଲେ କାମ
କଟକ : କଟକ ଯୋବ୍ରା ସ୍ଥିତ ଏକ ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ । ଯୁବତୀଙ୍କ ବୟସ ୨୫ ବର୍ଷ । ତାଙ୍କ ଘର ବାଲେଶ୍ଵରରେ ବୋଲି ଜଣାପଡିଛି । ସେ କଟକର ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ…
କଟକ : କଟକ ଯୋବ୍ରା ସ୍ଥିତ ଏକ ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ । ଯୁବତୀଙ୍କ ବୟସ ୨୫ ବର୍ଷ । ତାଙ୍କ ଘର ବାଲେଶ୍ଵରରେ ବୋଲି ଜଣାପଡିଛି । ସେ କଟକର ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ…
ଭୁବନେଶ୍ଵର: କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ…
କୋଟଦ୍ୱାର: ପ୍ରାୟ ଦୁଇ ବର୍ଷ ପରେ ଦେଶର ଏକ ସବୁଠାରୁ ଚର୍ଚ୍ଚିତ ହତ୍ୟାକାଣ୍ଡ- ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲାରେ ଆଜି କୋର୍ଟଙ୍କ ରାୟ ଆସିଛି। କୋଟଦ୍ୱାରର ଅତିରିକ୍ତ ଜିଲ୍ଲା ଏବଂ ସେସନ୍ସ ଜଜ୍ ମାମଲାର ଶୁଣାଣି କରି ଆଜି ଅର୍ଥାତ୍ ୩୦…
ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ଲାଗି ରଥ ଖଳାରେ ଦ୍ରୁତଗତିରେ ଆଗେଇ ଚାକିଛି ତିନି ରଥ ନିର୍ମାଣ କାମ । ତିନି ରଥର ଚକ ନିର୍ମାଣ ଶେଷ ପରେ ଆରମ୍ଭ ହୋଇଯାଇଛି ଅଖ ନିର୍ମାଣ । ଏହାସହିତ ରଥର…
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାର ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କୁ ଭୁବନେଶ୍ୱରରେ ସୁଲଭ ଘର ଯୋଗାଇବାକୁ ଯୋଜନା କରିଛନ୍ତି, ଯେଉଁଠାରେ ୧୫ ଲକ୍ଷରୁ ୫୦ ଲକ୍ଷ ମୂଲ୍ୟ ମଧ୍ୟରେ ବାସସ୍ଥାନ ବିକଳ୍ପ ଉପଲବ୍ଧ। ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…
ପୁରୀ: ଶ୍ରୀମନ୍ଦିରରେ ଆଜି ପୁଣି ଅଘଟଣ ଘଟିଛି। ମଧ୍ୟାହ୍ନ ଧୂପ ଶେଷ ପରେ ଭିତର କାଠ ନିକଟରୁ ଦର୍ଶନ ଜାରି ଥିବା ବେଳେ ଭଣ୍ଡାର ଘର ନିକଟରେ ଜନୈକ ଭକ୍ତ ବାନ୍ତି କରିଛନ୍ତି। ଏହି ଘଟଣା ସାମ୍ନାକୁ ଆସିବାରୁ ମହାପ୍ରଭୁଙ୍କ ବଡ଼…
ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଫାସରେ ପଡ଼ିଛନ୍ତି। ଭୁବନେଶ୍ବରସ୍ଥିତ କାର୍ଯ୍ୟଳୟରେ କାର୍ଯ୍ୟରତ ‘ଇଡି’ର ଉପନିର୍ଦ୍ଦେଶକ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅଧିକାରୀ ହେଲେ ଚିନ୍ତନ ରଘୁବଂଶୀ।…
ଭୁବନେଶ୍ୱର,୨୯ା୫: ୧୨ ବର୍ଷ ତଳର ମିଡ୍ନାଇଟ୍ ଅପରେଶନ କଥାକୁ ମନେ ପକାଇଛନ୍ତି ବିଜେଡି ନେତା ପ୍ରଭାତ ବିଶ୍ବାଳ। ମେ’ ୨୯କୁ ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ପ୍ରଭାତ। ସେ ଆହୁରି ମଧ୍ୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। କହିଛନ୍ତି,…
ଚେନ୍ନଇ: କନ୍ନଡ ଭାଷାକୁ ନେଇ ପ୍ରତିକୂଳ ମନ୍ତବ୍ୟ ଦେଇଥିବାରୁ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ତଥା ଏମଏନ୍ଏମ (ମକ୍କାଲ ନିଧି ମୈୟାମ୍) ଦଳର ମୁଖ୍ୟ କମଲ ହାସନ ବିବାଦୀୟ ହୋଇପଡିଛନ୍ତି। ଚେନ୍ନଇରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ କମଲ କହିଥିଲେ ଯେ…
ନୂଆଦିଲ୍ଲୀ : ଟ୍ରମ୍ପ-ମସ୍କ ସମ୍ପର୍କରେ ଫାଟ। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନରୁ ଅଲଗା ହେବାର ଘୋଷଣା କରିଛନ୍ତି ଏଲନ୍ ମସ୍କ। ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ। ‘ଏକ୍ସ’ ଯୋଗେ ଏନେଇ ସୂଚନା ଦେଇଛନ୍ତି ନିଜେ ଏଲନ ମସ୍କ। ସେ…