ଫେସବୁକ ଓ ଇନଷ୍ଟାଗ୍ରାମକୁ ନେଇ ବଡ଼ ଖବର, ଚମତ୍କାର କରିବ AI

ନୂଆଦିଲ୍ଲୀ: ମେଟା ଅନଲାଇନ ଯୋଗାଯୋଗକୁ ଆହୁରି ସମାବେଶୀ କରିବା ପାଇଁ ଏକ ନୂଆ ପଦକ୍ଷେପ ଗ୍ରହଣ କରିଛି। ଫେସବୁକ ଓ ଇନଷ୍ଟାଗ୍ରାମରେ ରିଲ୍ସ ପାଇଁ ଏବେ AI-ଚାଳିତ ଭଏସ ଟ୍ରାନ୍ସଲେସନ ସୁବିଧା ଉପଲବ୍ଧ ହୋଇଛି। ଏହି ନୂଆ ଫିଚର ବିଶ୍ୱବ୍ୟାପୀ ଉପଲବ୍ଧ…

ରାହୁଲ ଗାନ୍ଧୀଙ୍କ ସୁରକ୍ଷା ବଢାଇବାକୁ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ କଂଗ୍ରେସ ନେତା…

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ କଂଗ୍ରେସ କମିଟି (UPCC) ସଭାପତି ଅଜୟ ରାୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ଉଲ୍ଲେଖ କରି ଦଳୀୟ ନେତା ରାହୁଲ ଗାନ୍ଧୀଙ୍କ ସୁରକ୍ଷା ବୃଦ୍ଧି କରିବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଅନୁରୋଧ…

ସ୍କୁଲ ପରେ ମୁମ୍ବାଇର ଇସ୍କନ୍ ମନ୍ଦିରକୁ ଟାର୍ଗେଟ୍, ମେଲ୍ ଆଇଡିକୁ ଆସିଲା ବୋମା ଧମକ

ମୁମ୍ବାଇ: ଦିଲ୍ଲୀ ସ୍କୁଲ ପରେ ମୁମ୍ବାଇର ଧାର୍ମିକ ପୀଠ ଇସ୍କନ ମନ୍ଦିରକୁ ମିଳିଲା ବୋମା ଧମକ । ଏପରି ଖବର ମିଳିବା ପରେ ଗିରଗାଓଁରେ ଉତ୍ତେଜନା ପ୍ରକାଶ ପାଇଥିବା ଜଣାପଡିଛି । ଯାହା ସିଧାସଳଖ ଭାବେ ମନ୍ଦିରର ସରକାରୀ ମେଲ୍ ଆଇଡିକୁ…

‘ସମାଧି ଦେବ ଭାରତର କ୍ଷେପଣାସ୍ତ୍ର…’, ପାକିସ୍ତାନକୁ ପ୍ରଧାନମନ୍ତ୍ରୀଙ୍କ କଡା ବାର୍ତ୍ତା

ପାଟନା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଏବଂ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ବିହାରର ଗୟାରେ ସମ୍ବୋଧିତ କରି କହିଥିଲେ ଯେ ଭାରତ…

ଭୋଟର ତାଲିକାରେ ହେରଫେର ଅଭିଯୋଗ: ନିଲମ୍ବିତ ହେଲେ ୪ ନିର୍ବାଚନ କମିଶନ ଅଧିକାରୀ

କୋଲକାତା: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ, ପଶ୍ଚିମବଙ୍ଗ ସରକାର ଭୋଟର ତାଲିକା ସଂଶୋଧନରେ ଅନିୟମିତତା ଅଭିଯୋଗରେ ଚାରି ଜଣ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି, କିନ୍ତୁ ଏହି ଅଧିକାରୀଙ୍କ ବିରୁଦ୍ଧରେ କୌଣସି ଏଫଆଇଆର ରୁଜୁ…

ଏୟାର ଇଣ୍ଡିଆ ବିମାନରେ ଦେଖାଦେଲା ସମସ୍ୟା, ଯୋଧପୁର ବଦଳେର ମୁମ୍ବାଇ ବିମାନ ବନ୍ଦରରେ ଅବତରଣ କଲା

ମୁମ୍ବାଇ: ପୁଣି ଏୟାର ଇଣ୍ଡିଆ ବିମାନର ହେଲା ଏମରଜେନ୍ସି ଲ୍ୟାଣ୍ଡିଂ । ମୁମ୍ବାଇରୁ ଯୋଧପୁର ଯାଉଥିବା ସମୟରେ ବିମାନରେ ସମସ୍ୟା ଦେଖାଦେବାରୁ ମୁମ୍ବାଇ ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରାଯାଇଥିଲା । ବିମାନ ଉଡାଣ ଭରିବା ସମୟରେ ସମସ୍ୟାର ସମ୍ମୁଖୀନ ହୋଇଥିଲା ବୋଲି…

ଖରସ୍ରୋତାକୁ ଡେଇଁ ପଡ଼ିଲେ ଛାତ୍ର, ୩୬ ଘଣ୍ଟା ପରେ ଉଦ୍ଧାର ହେଲା ମୃତଦେହ

ଯାଜପୁର ଟାଉନ: ଯାଜପୁର ସଦର ଥାନା ଅନ୍ତର୍ଗତ ଖରସ୍ରୋତା ନଦୀ ବ୍ରିଜରୁ ଡେଇଁ ଛାତ୍ର ନିଖୋଜ ଘଟଣା । ୩୬ ଘଣ୍ଟା ପରେ ନିଖୋଜ ଛାତ୍ରଙ୍କ ମୃତଦେହ ତନ୍ତିଘାଇ ନିକଟରୁ ଉଦ୍ଧାର। ମୃତ ଛାତ୍ର ହେଲେ ନରସିଂହ ଚୌଧୁରୀ ସ୍ୱୟଂଶାସିତ ମହାବିଦ୍ୟାଳୟର…

ଶ୍ରୀମନ୍ଦିରରେ ସେପ୍ଟେମ୍ବର ୧୫ ରୁ ଧାଡି ଦର୍ଶନ ଓ ଆନନ୍ଦ ବଜାରରେ ପୋଲିସ ପୋଷ୍ଟ ସ୍ଥାପନ : ଆଇନ ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରରେ ଖୁବ୍‌ ଶୀଘ୍ର ଆରମ୍ଭ ହେବ ଧାଡ଼ି ଦର୍ଶନ । ପରିଚାଳନା କମିଟି ଗଠନ ସରିବା ପରେ ପ୍ରଥମ ବୈଠକରେ ହୁଣ୍ଡି ସ୍ଥାନାନ୍ତରଣ ଓ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ । ସେପ୍ଟେମ୍ବର 15 ରୁ ମନ୍ଦିରରେ ‘ଧାଡି…

କଟକରେ ପାର୍ବଣ ଋତୁକୁ ନେଇ ଲାଗିବ ଏସବୁ କଟକଣା, ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ

କଟକ: ଆସୁଛି ଦୁର୍ଗାପୂଜା । କଟକର ମନଲୋଭା ଚାନ୍ଦି ମେଢ଼ରେ ବେଶ ଧୂମଧାମରେ ହେବ ମା’ଙ୍କ ପୂଜାର୍ଚ୍ଚନା । ଏଥି ପାଇଁ ଏବେଠୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । କଟକରେ ଚଳିତ ବର୍ଷ ସେପ୍ଟେମ୍ବର ୨୮ ତାରିଖ ଠାରୁ ଆରମ୍ଭ ହେବାକୁ…

ବିଦ୍ୟାଳୟ ଝରକାରେ ଅଟକିଗଲା ଛାତ୍ରୀଙ୍କ ମୁଣ୍ଡ; ସାରା ରାତି ଫସି ରହିଲେ

କେନ୍ଦୁଝର : ସାରା ରାତି ବିଦ୍ୟାଳୟରେ ରହିଲେ ଦ୍ବିତୀୟ ଶ୍ରେଣୀ ଛାତ୍ରୀ। ବାହାରକୁ ଆସିବାକୁ ଚେଷ୍ଟା ବେଳେ ଝରକାରେ ଅଟକିଗଲା ମୁଣ୍ଡ। କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅଞ୍ଜର ସରକାରୀ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ଗୁରୁତର ଛାତ୍ରୀଙ୍କୁ ଉଦ୍ଧାର…