ନାବାଳିକାର ତଣ୍ଟି କାଟିଲା ଯୁବକ, ଅବସ୍ଥା ସଙ୍କଟାପନ୍ନ

ବଲାଙ୍ଗିର : ନାବାଳିକାର ତଣ୍ଟି କାଟିଲା ଯୁବକ । ତଣ୍ଟି କାଟି ଅଭିଯୁକ୍ତ ଫେରାର । ବଲାଙ୍ଗିର ସଦର ଥାନା ଅଞ୍ଚଳରୁ ଆସିଛି ଅଭିଯୋଗ । ନାବାଳିକାଙ୍କ ବେକକୁ ଧାରୁଆ ଅସ୍ତ୍ର ସାହାଯ୍ୟରେ କଟାଯାଇଛି । ବେକରେ ଜୋର ଆଘାତ ଲାଗିଛି…

ଆଜିଠୁ ରଥଭଙ୍ଗା କାମ ଆରମ୍ଭ: ନିଲାମ ହେବ ଚକ, ପ୍ରଭା,ଦ୍ୱାର ବେଢା, କୋଣଗୁଜ

ପୁରୀ : ଆଜିଠାରୁ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବକମାନେ ଏହି ରଥଭଙ୍ଗା କାର୍ଯ୍ୟ କରିଥାନ୍ତି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ ଭଙ୍ଗାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଭଙ୍ଗାଯିବ…

ରାସ୍ତା ତଳକୁ ଖସିଲା ବସ୍, ଶହେରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଲେ

ଭଦ୍ରକ : ଓଭରଟେକ ହେଲା କାଳ । ରାସ୍ତା ତଳକୁ ଖସିଲା ବସ୍ । ଅଳ୍ପକେ ବର୍ତ୍ତିଲେ ଶହେରୁ ଅଧିକ ଯାତ୍ରୀ । ବସଟି ଔପଦାରୁ ଭୁବନେଶ୍ବର ଯାଉଥିବାବେଳେ ଅଗରପଡ଼ା ବରପଦା ରାସ୍ତାର ଧୋବା ଗଡିଆ ଛକ ନିକଟରେ ଭାରସାମ୍ୟ ହରାଇ…

ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ, ୧ କୋଟି ୨୪ ଲକ୍ଷ ଅର୍ଥ ଘୋଟଲା ଅଭିଯୋଗ

କଟକ : ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ। କଟକ CDMOର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଚାଲିଛି ଚଢାଉ । ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍ ।…

ପୂର୍ବ ଶତ୍ରୁତାକୁ ନେଇ ସାଙ୍ଗକୁ ଛୁରି ଭୁସି ହତ୍ୟା କଲା ସାଙ୍ଗ

ପୁରୀ : ପୁରୀ ବଳିଆପଣ୍ଡା ଥାନା ଅନ୍ତର୍ଗତ ହୋଟେଲ ଷ୍ଟର୍ଲିଂ ମଙ୍ଗଳା ମୁହାଣ ନିକଟରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୃତକ ବାସେଳିସାହି ଥାନପତି ଲେନ୍ ର ରାଜେଶ ଓଝା । ରଜେଶଙ୍କୁ ତାଙ୍କ…

୨୫ରେ ପୁଣି ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ…

ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼…

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି…

ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ

ଲମତାପୁଟ : ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି । ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ…

ଭେଙ୍କଟେଶ୍ବର ସ୍ବାମୀଙ୍କୁ ୧୪୦ କୋଟି ଟଙ୍କାର ସୁନା ଅର୍ପଣ କଲେ ଶ୍ରଦ୍ଧାଳୁ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରକୁ ୧୨୧ କିଲୋ ସୁନା ଅର୍ପଣ କରିଛନ୍ତି ଜଣେ ଶ୍ରଦ୍ଧାଳୁ । ଯାହାର ଦାମ୍ ୧୪୦ କୋଟି ବୋଲି ଜଣାପଡିଛି । ନିଜର ନାମ ଗୁପ୍ତ ରଖିଛନ୍ତି ଶ୍ରଦ୍ଧାଳୁ । ନିଜ ବ୍ୟବସାୟରେ ଉନ୍ନତି ହେବା ଯୋଗୁଁ ଭଗବାନଙ୍କୁ…