ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ ଭାରତ ଆଧୁନିକ ଯୁଦ୍ଧ ବିମାନ ନିର୍ମାଣକୁ ଦେଲା ଅନୁମୋଦନ

ନୂଆଦିଲ୍ଲୀ,୨୭।୫: ପାକିସ୍ତାନ ସହିତ ସାମ୍ପ୍ରତିକ ସାମରିକ ଉତ୍ତେଜନା ଏବଂ ଏକ ନୂତନ ଅସ୍ତ୍ରଶସ୍ତ୍ର ପ୍ରତିଯୋଗିତା ମଧ୍ୟରେ ଭାରତ ଦେଶର ସବୁଠାରୁ ଉନ୍ନତ ଗୁପ୍ତ ଯୁଦ୍ଧ ବିମାନ (ଷ୍ଟେଲଥ ଫାଇଟର ଜେଟ) ନିର୍ମାଣ ପାଇଁ ଏକ କାର୍ଯ୍ୟକ୍ରମକୁ ଅନୁମୋଦନ ଦେଇଛି। ଭାରତର ପ୍ରତିରକ୍ଷା…

ଅଫିସ୍ ତାଲାବନ୍ଦ, ସାଇନବୋର୍ଡରେ କାଦୁଅ: ମଣିପୁରରେ ପୁଣି ମୁଣ୍ଡ ଟେକିଲା ନୂଆ ବିବାଦ

ନୂଆଦିଲ୍ଲୀ,୨୭।୫: ମଣିପୁରରେ ମଙ୍ଗଳବାର ଉତ୍ତେଜନା ତୀବ୍ର ହୋଇଛି, କାରଣ ମଣିପୁର ଅଖଣ୍ଡତା ଉପରେ ସମନ୍ୱୟ କମିଟି (COCOMI)ର ଛାତ୍ର ଶାଖାର ସଦସ୍ୟମାନେ ରାଜ୍ୟର ନାମକୁ ସରକାରୀ ବସ୍‌ରୁ ଲୁଚାଇ ଦିଆଯିବା ବିରୁଦ୍ଧରେ ରାଜ୍ୟବ୍ୟାପୀ ଆନ୍ଦୋଳନର ଅଂଶ ଭାବେ ଉପତ୍ୟକା ଜିଲାରେ କେନ୍ଦ୍ରୀୟ…

ୱାରେଣ୍ଟ ଅଛି ତ, ଅନ୍ୟ କୌଣସି କାରଣ ଦର୍ଶାଇବାର ଆବଶ୍ୟକତା ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗିରଫଦାରୀର ନିୟମ ସମ୍ପର୍କରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି ୱାରେଣ୍ଟ ଉପଲବ୍ଧ ଅଛି, ତେବେ ଗିରଫଦାରୀ ପାଇଁ ଅନ୍ୟ କୌଣସି କାରଣ ଦର୍ଶାଇବାର ଆବଶ୍ୟକତା ନାହିଁ। ଜଷ୍ଟିସ ଜେବି ପାରଦିୱାଲା ଏବଂ ଆର…

ଚୀନ ରାସାୟନିକ କାରଖାନାରେ ବିସ୍ଫୋରଣ

ବେଜିଂ: ମଙ୍ଗଳବାର ଦିନ ଚୀନର ପୂର୍ବ ଶାଣ୍ଡୋଙ୍ଗ ପ୍ରଦେଶରେ ଥିବା ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣଟି ଏତେ ପ୍ରଚଣ୍ଡ ଥିଲା ଯେ ତାହାର ଶବ୍ଦ ଓ ନିଆଁ ବହୁଦୂରକୁ ଦେଖାଯାଇଥିଲା । ତେବେ ଏପର୍ଯ୍ୟନ୍ତ କୌଣସି ମୃତାହତର ଖବର…

୬୮ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରୁଛନ୍ତି ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଦ୍ଵିତୀୟ ନାଗରିକ ଅନୁସନ୍ଧାନ ସମାରୋହରେ ପଦ୍ମ ପୁରସ୍କାର ପ୍ରଦାନ କରୁଛନ୍ତି। ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ଅନ୍ୟତମ ପଦ୍ମ ପୁରସ୍କାର ତିନୋଟି ବର୍ଗରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ…

ଭାରତର ଆତଙ୍କବାଦ ପ୍ରତି ଶୂନ୍ୟ ସହନଶୀଳତା ନୀତି ବିଷୟରେ ବିଶ୍ୱକୁ ବାର୍ତ୍ତା ଦେଉଛନ୍ତି ସଂସଦୀୟ ପ୍ରତିନିଧି ଦଳ

ନୂଆଦିଲ୍ଲୀ : ଭାରତର ଆତଙ୍କବାଦ ବିରୋଧୀ ଲଢ଼େଇରେ ବିଶ୍ୱ ସମୁଦାୟର ସମର୍ଥନ ହାସଲ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ଗଠିତ ୭ଟି ସର୍ବଦଳୀୟ ପ୍ରତିନିଧି ମଣ୍ଡଳୀ ମଧ୍ୟରୁ ଗୋଟିଏ କୁଏତରେ ପହଞ୍ଚିଛି। ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏହି…

ପାକିସ୍ତାନ ସହ ବଡ଼ ଡିଲ୍‌ କଲା ଋଷିଆ, ଭାରତକୁ ଜୋରଦାର ଝଟ୍‌କା

ନୂଆଦିଲ୍ଲୀ,୨୭।୫: ଭାରତର ବନ୍ଧୁ ଦେଶ ଋଷିଆ ପାକିସ୍ତାନ ସହିତ ଏକ ଆଧୁନିକ ଇସ୍ପାତ କାରଖାନା ର୍ନିମାଣ ପାଇଁ ଏକ ଚୁକ୍ତିନାମାକୁ ଚୂଡ଼ାନ୍ତ କରିଛି। ଏହି ଚୁକ୍ତି ୨୦୧୫ରେ ବନ୍ଦ ହୋଇଯାଇଥିବା ସୋଭିଏତ-ର୍ନିମିତ ଇସ୍ପାତ କାରଖାନାକୁ ପୁନର୍ଜୀବିତ କରିବ। ପାକିସ୍ତାନୀ ଅଧିକାରୀ ଏବଂ…

ବାଂଲାଦେଶ ସୀମାରେ ଯୁଦ୍ଧ ସ୍ଥିତି ! ଏୟାରବେସ୍‌ ଆକ୍ଟିଭ୍‌ କଲା ଭାରତ

ନୂଆଦିଲ୍ଲୀ,୨୭।୫: ବାଂଲାଦେଶର ଚାଇନା ସହ ବଢୁଥିବା ସମ୍ପର୍କକୁ ମୁକାବିଲା କରିବା ପାଇଁ ଭାରତ ଅରୁଣାଚଳ ପ୍ରଦେଶରେ ଥିବା ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ବ୍ୟବହୃତ ବିଜୟନଗର ଏୟାରବେସ୍‌କୁ ପୁଣିଥରେ ସକ୍ରିୟ କରିବାକୁ ଯୋଜନା କରୁଛି। ଏହି ଏୟାରବେସ, ଯାହା ଚାଙ୍ଗ ଜିଲ୍ଲାରେ…

୧୫ ସେପ୍ଟେମ୍ବର ସୁଦ୍ଧା ଦାଖଲ କରିହେବ ଆୟକର ରିଟର୍ଣ୍ଣ

ନୂଆଦିଲ୍ଲୀ : ଦେଶର କୋଟି କୋଟି ଆୟକରଦାତା ମାନଙ୍କ ପାଇଁ ଏକ ବଡ଼ ଖବର। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ପକ୍ଷରୁ ଆୟକର ରିଟର୍ଣ୍ଣ ଫାଇଲ ତାରିଖକୁ ୧୫ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଥିବା ଘୋଷଣା କରାଯାଇଛି। ସିବିଡିଟି ଦ୍ୱାରା ଦିଆଯାଇଥିବା…

ଅପରେସନ ସିନ୍ଦୂରର ନୂଆ ଭିଡିଓ; ୭୨ଟି ଆତଙ୍କବାଦୀ ଶିବିର ନଷ୍ଟ କରାଯାଇଥିବା ଦାବି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଦେବା ପାଇଁ ଭାରତ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା। ଏହି ଆକ୍ରମଣ ପରେ ଅପରେସନ ସିନ୍ଦୂରକୁ ନେଇ ନିରନ୍ତର ଖବର ଆସିବାରେ ଲାଗିଛି। ଅପରେସନ ସିନ୍ଦୂରକୁ…