ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି
ଭୁବନେଶ୍ବର : ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି…
