‘ସମ୍ବଲପୁରକୁ ବୃହତ ମହାନଗର ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ’
ସମ୍ବଲପୁର: ରବିବାର ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା…
