ସାମ୍ବାଦିକଙ୍କ ସମସ୍ୟାର ସମାଧାନ ପାଇଁ ଚିନ୍ତା କରୁଛନ୍ତି ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରଦୀପ ଓଡ଼ିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ଜ୍ବଳ ଆଲୋକବର୍ତ୍ତିକା। ରାଷ୍ଟ୍ରଦୀପ ପରି ରାଷ୍ଟ୍ରୀୟ ବିଚାରଧାରା ପୋଷଣ କରୁଥିବା ଗଣମାଧ୍ୟମଙ୍କ ଭୂମିକା ଆଜିର ସମାଜ ପାଇଁ ଅତ୍ୟନ୍ତ ଗୁରତ୍ୱପୂର୍ଣ୍ଣ। ରାଷ୍ଟ୍ରଦୀପ ପରି ଗଣମାଧ୍ୟମ ଯେତେ ସକ୍ରିୟ, ଶକ୍ତିଶାଳୀ ଓ ପ୍ରଭାବଶାଳୀ ହେବ,…

ଟ୍ରେନରୁ ୨୦ ପାର୍ସିଆନ ବିଲେଇ ଜବତ, ଦମ୍ପତି ଅଟକ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ରେଳ ଷ୍ଟେସନରୁ ଉଦ୍ଧାର ହେଲା ୨୦ଟି ଇଂପୋର୍ଟେଡ଼ ପାର୍ସିଆନ ବିଲେଇ । ମୁମ୍ବାଇ ଶାଳୀମାର ଟ୍ରେନରେ ବଡ଼ ଛୋଟ ମିଶାଇ ୨୦ ଟି ପାର୍ସିଆନ ବିଲେଇକୁ ଏକ ଦମ୍ପତି ମୁମ୍ବାଇରୁ ଆଣି କଲିକତା ସାନ୍ତ୍ରାଗାଛିକୁ ନେଇ…

ପ୍ରେମୀ ଯୁଗଳଙ୍କୁ ଉଦ୍ଧାର ବେଳେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କଣ୍ଟାବାଞ୍ଜି: ହଟ୍ଟହଟ୍ଟା ହେଲେ ପୋଲିସ । ପ୍ରେମୀ ଯୁଗଳକୁ ଉଦ୍ଧାର କରିବା ସମୟରେ ଜନସାଧାରଣଙ୍କ ସହ ପୋଲିସର ଧସ୍ତାଧସ୍ତି । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବିରିପାଲି ଗାଁରେ ଲୁଚି…

ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ: କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ହୋଇଛି । ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ…

ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଦୁର୍ଘଟଣାଗ୍ରସ୍ତ ବୀର ଯବାନଙ୍କ ଜୀବନ

କନ୍ଧମାଳ : କାନ୍ଧରେ ଧରିଥାଆନ୍ତି ଯବାନଙ୍କ ମରଶରୀର । ପଛରେ ପରିବାର ଲୋକଙ୍କ ଠାରୁ ଆରମ୍ଭ କରି ବନ୍ଧୁ ପରିଜନ ସମସ୍ତେ ଯାଉଥାଆନ୍ତି ଗାଁ ଶଶ୍ମାନକୁ। ଛଳ ଛଳ ଆଖିରେ ବୀର ପୁଅକୁ ଶେଷ ବିଦାୟ ଦେଉଛନ୍ତି । ସାଥୀ ଯବାନ…

ଯନ୍ତ୍ରୀ ସୁରେନ୍ଦ୍ରଙ୍କ ଘରୁ ମିଳିଲା ନଗଦ ୧ ଲକ୍ଷ ୨୫ ହଜାର ଟଙ୍କା,ଏକକାଳୀନ ୮ସ୍ଥାନରେ ଚାଲିଛି ରେଡ୍

ଅନୁଗୁଳ : ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ରେଡ୍ ବେଳେ ବିପୁଳ ସମ୍ପତ୍ତି ଠାବ । ସୁରେନ୍ଦ୍ରଙ୍କର ରହିଛି ୨ଟି ବହୁତଳ ଘର, ୨ଟି ଫ୍ଲାଟ ଓ ୪ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି। ୩ଟି ଦୁଇ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା,ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାଗ ନେବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ବ୍ୟାଡମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା । ପ୍ୟାରିସ ଅଭିଯାନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଦୁଇ ସଟଲର ଭଉଣୀ । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି…

ଅପେରାରେ ସାପ ସହ ଅଭିନୟ: ଭିଡିଓ ଭାଇରାଲ

ଅନୁଗୋଳ : ପୁଣି ମଞ୍ଚରେ ଜୀବନ୍ତ ସାପ । ଅପେରାରେ ପୁଣି ସାପ ଧରି ଅଭିନେତାଙ୍କ ଅଭିନୟ । ଅନୁଗୋଳ ସହର ଉପକଣ୍ଠ ନତଡ଼ାଗାଁରେ ଗତକାଲି ରାତିରେ ଏକ ଅପେରାରେ ନାଟକ ପରିବେଷଣର ଭିଡିଓ ଭାଇରାଲ ହେଉଛି । ଜୀବନ୍ତ ସାପ…

ସହରାଞ୍ଚଳରେ ନାଗରିକ ସେବାରେ ପରିବର୍ତ୍ତନ ଲାଗି ଆର. ଟି. ପି. ଏସ୍. ଅଧିନିୟମ ସମ୍ପର୍କିତ ବୈଠକ

ଭୁବନେଶ୍ବର:“ନାଗରିକ-ପ୍ରଥମ” ଶାସନ ପ୍ରତି ପ୍ରତିବଦ୍ଧତାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଉଛି l ସହରାଞ୍ଚଳ ଶାସନ ଏବଂ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସୁଦୃଢ଼ କରିବା ଉପରେ ଧ୍ୟାନ ଦେଇ ଗୃହନିର୍ମାଣ ଓ ନଗର ଉନ୍ନୟନ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ: ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା…