ପାଇଖାନା ଟାଙ୍କି ସଫା କଲା ବେଳେ ଅଣନିଶ୍ବାସୀ ହୋଇ ମୃତ୍ୟୁବରଣ କଲେ ୨ ଶ୍ରମିକ
ନୂଆପଡ଼ା : ପାଇଖାନା ଟାଙ୍କି ଭିତରେ ଅଣନିଶ୍ବାସୀ ହୋଇ ଦୁଇ ଶ୍ରମିକ ମୃତ । ଏମିତି ଅଘଟଣ ଘଟିଛି ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ । ଲକ୍ଷ୍ମୀ ଛକ ନିବାସୀ ଗୋବିନ୍ଦ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ନିର୍ମାଣାଧୀନ ପାଇଖାନା ଟାଙ୍କି ଫଲସ…