ଗଣେଶ ପୂଜା ପାଇଁ ମାଟି ଆଣିବା ବେଳେ ଅଘଟଣ: କାଠଯୋଡ଼ିରେ ବୁଡି ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ
କଟକ: ଆସୁଛି ଗଣେଶ ପୂଜା । ଆଉ ଦିନ କେଇଟା ପରେ ଆସିବେ ଗଣପତି ବାପ୍ପା । ସେଥିପାଇଁ ଚାରିଆଡେ ଖୁସିର ମାହୋଲ । ପୂଜା ପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି । ଗଣେଶ ପୂଜା ପାଇଁ ମାଟି ଆଣିବାକୁ…
କଟକ: ଆସୁଛି ଗଣେଶ ପୂଜା । ଆଉ ଦିନ କେଇଟା ପରେ ଆସିବେ ଗଣପତି ବାପ୍ପା । ସେଥିପାଇଁ ଚାରିଆଡେ ଖୁସିର ମାହୋଲ । ପୂଜା ପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି । ଗଣେଶ ପୂଜା ପାଇଁ ମାଟି ଆଣିବାକୁ…
ଭୁବନେଶ୍ୱର : ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଯୋଗାଯୋଗରୁ ହଟିବ “ହରିଜନ” ଶବ୍ଦ । ଏଣିକି ଜାତି ପ୍ରମାଣପତ୍ର ଏବଂ ଅନୁସୂଚିତ ଜାତି ସମ୍ପର୍କରେ “ହରିଜନ” ଶବ୍ଦ ବ୍ୟବହାର ନ କରିବା ପାଇଁ ଜାରି ହେଲା ନିର୍ଦ୍ଦେଶାବଳୀ । ଏସ୍ସି/…
ସୁନ୍ଦରଗଡ଼ : ସ୍ବାମୀ ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ । ସୁନ୍ଦରଗଡ଼ ଟାଉନ ଥାନା ହରିଓଁ କଲୋନୀରେ ଘଟିଛି ଏପରି ହତ୍ୟାକାଣ୍ଡ । ସ୍ତ୍ରୀଙ୍କୁ ଅଟକ ରଖାଯାଇ ପଚରାଉଚରା କରୁଛି ପୋଲିସ । ସୂଚନାନୁଯାୟୀ, ପାରିବାରିକ କଳହକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ…
ଗଜପତି: ଘରେ ନାହିଁ ବିଜୁଳି ସଂଯୋଗ, କିନ୍ତୁ ବିଲ ଆସିଛି ୧୦,୪୭୫ ଟଙ୍କା l ହଁ ଆଜ୍ଞା, ଘରେ କେବେ ଆଲୁଅ ଦେଖିନଥିବା ପରିବାରକୁ ଆସିଛି ମୋଟା ଅଙ୍କର ବିଲ l ବସିଛି ବିଦ୍ୟୁତ ଖୁଣ୍ଡ, ଘରେ ଲାଗିଛି ମିଟର ।…
କେନ୍ଦ୍ରାପଡ଼ା : ପଟ୍ଟାମୁଣ୍ଡାଇରେ ପୁଣି ଚାଞ୍ଚଲ୍ୟ । ଜଣେ ଛାତ୍ରୀଙ୍କ ଜୀବନ ହାରିବାକୁ ନେଇ ଆସିଛି ଅଭିଯୋଗ । ପଟ୍ଟାମୁଣ୍ଡାଇ ପୌର ପରିଷଦ ମାଟିଆ ଗାଁରୁ ଆସିଛି ଅଭିଯୋଗ । ୧୩ ବର୍ଷୀୟ ନାବାଳିକା ଆଜି ଜୀବନ ହାରିବାକୁ ନେଇ ଅଭିଯୋଗ…
ଭୁବନେଶ୍ୱର : କାମ ନ କଲେ ଦରମା ବନ୍ଦ । ସରକାର ବିକଳ୍ପ ବ୍ୟବସ୍ଥା କରୁଛନ୍ତି । ଯାହା ଆବଶ୍ୟକ ପଦକ୍ଷେପ ନେବେ ସରକାର । ଅମଲା ସଙ୍ଘର ସମୂହ ଛୁଟି ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର (https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ କରିଛନ୍ତି। ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ…
ନୂଆଦିଲ୍ଲୀ: ଚୀନର ସବୁଦିନିଆ ବନ୍ଧୁ ସାଜିଥିବା ପାକିସ୍ତାନ ଏବେ ଆମେରିକା ଇସାରାରେ ଚାଲିଛି। ଯେଉଁ ପାକିସ୍ତାନର ସେନା ଦିନେ ଆମେରିକାର ସବୁଠୁ ବଡ଼ ଶତ୍ରୁ ଲାଦେନକୁ ଲୁଚାଇ ରଖିଥିଲା, ସେଇ ଦେଶର ସେନା ମୁଖ୍ୟ ଏବେ ଟ୍ରମ୍ପଙ୍କ ଅତିଥୀ। ଆମେରିକା ରାଷ୍ଟ୍ରପତି…
ଶ୍ରୀନଗର: ୧୯୯୦ ମସିହାରେ କାଶ୍ମୀର ପଣ୍ଡିତ ମହିଳାଙ୍କୁ ଅପହରଣ କରାଯାଇଥିଲା। ଅପହରଣ ପରେ ମହିଳାଙ୍କୁ ହତ୍ୟା କରାଯାଇଥିଲା। ସରଲା ଭଟ୍ଟଙ୍କ ଅପହରଣ ଏବଂ ହତ୍ୟା ମାମଲାରେ ରାଜ୍ୟ ତଦନ୍ତ ସଂସ୍ଥା (SIA) ମଙ୍ଗଳବାର ଦିନ ଶ୍ରୀନଗରର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା।…
ନୂଆଦିଲ୍ଲୀ: ଆମେରିକା ଏବଂ ରୁଷ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ, ପୂର୍ବତନ ପେଣ୍ଟାଗନ ଅଧିକାରୀ ମାଇକେଲ ରୁବିନ୍ ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିରଙ୍କୁ ତାତ୍ସଲ୍ୟ କରିବା ସହ ଆମେରିକା ଶୁଳ୍କ ଧମକକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଭିମୁଖ୍ୟକୁ ପ୍ରଶଂସା…