ବଲୁଚିସ୍ତାନରେ ବିସ୍ଫୋରଣ; ୩୦ ପାକିସ୍ତାନୀ ସୁରକ୍ଷାକର୍ମୀ ମୃତ
ଇସଲାମାବାଦ୍: ପାକିସ୍ତାନ ଅନ୍ତର୍ଗତ ବଲୁଚିସ୍ତାନରେ ସକ୍ରିୟ ବଲୁଚିସ୍ତାନ ଲିବରେସନ ଆର୍ମି(ବିଏଲଏ)ଗ୍ୱାଦରରେ ପାକିସ୍ତାନୀ ସୁରକ୍ଷା ବାହିନୀ ଉପରେ ଆତ୍ମଘାତୀ ଆକ୍ରମଣ କରିଛି। ଏହି ଆତ୍ମଘାତୀ ଆକ୍ରମଣରେ ପାକିସ୍ତାନ ସୁରକ୍ଷା ବାହିନୀର ୩୦ ଜଣ ସୈନିକ ନିହତ ହୋଇଥିବା ଏକ ବିଏଲଏ ତରଫରୁ ଜାରି…