୫ ଜେଲ୍ରେ ଉଡ଼ିବ ଡ୍ରୋନ୍, କଡ଼ା ନଜରରେ ରହିବେ କଏଦୀ
କଟକ: ଏଣିକି କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜେଲ୍…
କଟକ: ଏଣିକି କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜେଲ୍…
ଭୁବନେଶ୍ୱର: “ମତେ ନିଜ ଭିତରେ ଅନୁଭବ କର। ନିଜର ପରିବେଶକୁ ମନ୍ଦିର କରିଦିଅ | ପ୍ରକୃତିର ସୁରକ୍ଷା ଭିତରେ ମୋର ଉପାସନା କର | ଦୁଃଖି-ଭୋକିର ସେବା ହିଁ ମୋର ଶ୍ରେଷ୍ଠ ନୈବେଦ୍ୟ।” – ଏହା ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିଜସ୍ୱ…
ନୂଆଦିଲ୍ଲୀ: ୨୨ ଏପ୍ରିଲରେ ପହଲଗାମରେ ଯାହା ଘଟିଥିଲା ତାହା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଏହାର ପରଦିନ ଅର୍ଥାତ ପରଦିନ ୨୩ ଏପ୍ରିଲରେ ଶୀର୍ଷ ସାମରିକ ଏବଂ ରାଜନୈତିକ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…
ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼। ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମାମାଡ଼ ହୋଇଛି। ଜମିଜମା ଗଣ୍ଡଗୋଳକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତ ବୋମାମାଡ କରି ଫେରାର ହୋଇଯାଇଛନ୍ତି । ଘଟଣାର ଖୋଳତାଡ଼ କରୁଛି ଭରତପୁର…
ନୂଆଦିଲ୍ଲୀ: କାଶ୍ମୀରରେ ରେଳ ପରିବହନ ନିରନ୍ତର ବୃଦ୍ଧି ପାଉଛି। ଦୁର୍ଗମ ଅଞ୍ଚଳଗୁଡ଼ିକୁ ସୁଡ଼ଙ୍ଗ ଏବଂ ସେତୁ ମାଧ୍ୟମରେ ସଂଯୋଗ କରାଯାଉଛି। ଆଉ ଏବେ ସାମଗ୍ରୀ ପରିବହନରେ ରେଳବାଇ ଏକ ମାଇଲଖୁଣ୍ଟ ଛୁଇଁଛି। ଯେତେବେଳେ ପ୍ରଥମ ମାଲବାହୀ ଟ୍ରେନ୍ ଜମ୍ମୁ କାଶ୍ମୀରର ଅନନ୍ତନାଗରେ…
ଭୁବନେଶ୍ୱର : ପ୍ରଥମେ ବୋର୍ଡ ଓ ନିଗମରେ ନେତାଙ୍କୁ ଥଇଥାନ କରାଯିବ। ତା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ। ଚଳିତ ମାସ ନିଗମ, ବୋର୍ଡ ଅଧ୍ୟକ୍ଷ ପଦରେ ନିଯୁକ୍ତି ପ୍ରକ୍ରିୟା ଚୂଡ଼ାନ୍ତ ହେବ। ରାଖୀ ପୂର୍ଣ୍ଣମୀ ଅବସରରେ ରାଜ୍ୟ ବିଜେପି ସଭାପତି…
ନୂଆଦିଲ୍ରୁଲୀ: ଷରେ ଏକ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ମାପ କରାଯାଇଥିଲା । USGS ଭୂମିକମ୍ପ କହିଛି, ଗତକାଲି ରାତିରେ ରୁଷର ସେଭେରୋ-କୁରିଲସ୍କର ପୂର୍ବ ଦକ୍ଷିଣ-ପୂର୍ବରେ ୨୬୭ କିଲୋମିଟର ଦୂରରେ ରିକ୍ଟର ସ୍କେଲରେ…
ନୂଆଦିଲ୍ଲୀ: ଭାରତ ଶନିବାର ୟୁକ୍ରେନ ଯୁଦ୍ଧ ଶେଷ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ହେବାକୁ ଥିବା ବୈଠକକୁ ସ୍ୱାଗତ କରିଛି। ଏହି ବୈଠକ ଅଗଷ୍ଟ ୧୫ରେ ଆଲାସ୍କାରେ ହେବ। ଭାରତର…
କୋରାପୁଟ : ୪ ଜିଲ୍ଲାରେ ହେବ ମେଡିକାଲ କଲେଜ । କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍…
ଘଟଗାଁ: ଯୁଗ ବଦଳିବା ସହ ବଦଳିଛି ଲୋକଙ୍କ ଚାଲିଚଳନ। ବିଶେଷ କରି ଗ୍ରାମଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ଏଥିପାଇଁ ସରକାର ବିଭିନ୍ନ ଯୋଜନା ଜରିଆରେ ପାଣି ଭଳି ଅର୍ଥ ମଧ୍ୟ ଖର୍ଚ୍ଚ…