ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ
ଭୁବନେଶ୍ବର: ଓଡ଼ିଆ ପୁଅ ତଥା ପ୍ରଖ୍ୟାତ ଶିକ୍ଷାବିଦ ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁଙ୍କୁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବରେ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ଭିଜିଟର ଭାବରେ କରାଯାଇଛି। ପ୍ରଫେସର ସ୍ୱାଇଁ ପାଞ୍ଚ…