୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର, ୧୯ ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ଅସମ୍ଭାଳ ତାତି । ପ୍ରଚଣ୍ଡ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି । ଆଜି ଦିନ ସାଢେ ଦୁଇଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର । ରାଜଧାନୀ ଭୁବନେଶ୍ବରର ତାପମାତ୍ରା ରହିଛି ୪୦ .୪ ଡିଗ୍ରୀ ସେଲସିୟସ ।…
ଭୁବନେଶ୍ୱର : ଅସମ୍ଭାଳ ତାତି । ପ୍ରଚଣ୍ଡ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି । ଆଜି ଦିନ ସାଢେ ଦୁଇଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର । ରାଜଧାନୀ ଭୁବନେଶ୍ବରର ତାପମାତ୍ରା ରହିଛି ୪୦ .୪ ଡିଗ୍ରୀ ସେଲସିୟସ ।…
ନୂଆଦିଲ୍ଲୀ: ପହଲଗାମ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସାମରିକ ବାହିନୀ ଏବେ ଉଗାରିଛି ପୁଲଓ୍ବାମା ସତ । ୨୦୧୯ ମସିହାରେ ପୁଲୱାମା ଆଟାକରେ ୪୦ ଜଣ ଅର୍ଦ୍ଧସାମରିକ କର୍ମଚାରୀଙ୍କ ହତ୍ୟାରେ ପାକିସ୍ତାନ ଭୂମିକା ନେଇ ମୁଖା ଖୋଲିଛି ନିଜେ ପାକିସ୍ତାନୀ ସେନା ।…
ଭୁବନେଶ୍ୱର: ଥମୁନି ଗୋରୁ ଚାଲାଣ। ରାଜ୍ୟରୁ ପୁଣି ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ। ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍ ଜବତ କଲା ପୋଲିସ। ଧରାପଡିବା ପରେ ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର। ଭୋଗରାଇ ଥାନାରେ ସମସ୍ତ…
ଲକ୍ଷ୍ନୌ: ପାକିସ୍ତାନ ସହିତ ବଢୁଥିବା ସାମରିକ ଉତ୍ତେଜନା ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର ଉତ୍ତରପ୍ରଦେଶର ଲକ୍ଷ୍ନୌର ପ୍ରତିରକ୍ଷା ଶିଳ୍ପ କରିଡରରେ ବ୍ରହ୍ମୋସ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ର ଉତ୍ପାଦନ ୟୁନିଟ୍କୁ ଭର୍ଚୁଆଲ୍ ଭାବରେ ଉଦ୍ଘାଟନ କରିଛନ୍ତି। ଉତ୍ପାଦନ ୟୁନିଟ୍କୁ ବାର୍ଷିକ…
ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ ।…
ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଅସ୍ତ୍ର ବିରତି ପରେ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ସିଡିଏସ୍ ଅନୀଲ ଚୌହାନ୍ , ଜାତୀୟ…
ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ…
ନୂଆଦିଲ୍ଲୀ: ପାକିସ୍ତାନ ସହିତ ଯୁଦ୍ଧବିରତି ପରେ, ଭାରତୀୟ ବାୟୁସେନା (IAF) ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ସେନା କହିଛି ଯେ ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି। ଆଇଏଏଫ୍ କହିଛି ଯେ ଆମେ ଏହି ଅପରେସନର ଉଦ୍ଦେଶ୍ୟ ପୂରଣ କରିଛୁ ଏବଂ…
ଭୁବନେଶ୍ୱର : ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ । ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ…
ନୂଆଦିଲ୍ଲୀ: ଯୁଦ୍ଧ ବିରତି ପରେ ଟ୍ରମ୍ପଙ୍କ ପ୍ରସ୍ତାବ। ଯୁଦ୍ଧ ବିରତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ। ଆମେରିକା ଐତିହାସିକ…