୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ, ଆହୁରି ୫ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ମେ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ମେ ୧୦ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଜପତି, ଗଞ୍ଜାମ,…

ମଇ ୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ମୌସୁମୀ

ଭୁବନେଶ୍ବର: ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ…

ଓଡ଼ିଶା ତଟକୁ ଜଗିଛି ଡ୍ରୋନ, ୫ ଜଣ ଲେଖାଏଁ ପିଏସଓ ମୁତୟନ

ଭୁବନେଶ୍ୱର : ଓଡ଼ିଶା ତଟକୁ ଜଗିଛି ଡ୍ରୋନ । ମାଛଧରା ବନ୍ଦରରେ ଡ୍ରୋନ ମୁତୟନ କରାଯାଇଛି । ୫ ଜଣ ଲେଖାଏଁ ପିଏସଓ ମୁତୟନ କରାଯାଇଛି । ଉପକୂଳ ସୁରକ୍ଷା ପ୍ରସ୍ତୁତି ନେଇ ତଟ ସୁରକ୍ଷା ADG ଅରୁଣ ବୋଥ୍ରାଙ୍କ ସୂଚନା…

ମୋତେ ‘ଅନ୍‌ଫଲୋ’ କଲେ କିଛି ଲାଭ ମିଳିବନି; ପାକିସ୍ତାନୀଙ୍କୁ ଏଭଳି କହିଲେ ରୂପାଲି

ମୁମ୍ବାଇ: ଭାରତର ‘ଅପରେସନ ସିନ୍ଦୂର’ ପରେ, ପାକିସ୍ତାନ ଏବେ ଆତଙ୍କିତ ଅବସ୍ଥାରେ ଅଛି। ପହଲଗାମରେ ଆତଙ୍କବାଦୀମାନେ ଧର୍ମ ପଚାରି ଆକ୍ରମଣ କରିଥିବା ବେଳେ ଏବେ ଏହାର ପ୍ରତିଶୋଧ ନେଉଛି ଭାରତ। ପାକିସ୍ତାନ ମଧ୍ୟ ଭାରତକୁ ‌ଜବାବ ଦେବାକୁ ଚେଷ୍ଟା କରୁଛି। ହେଲେ…

ଭାରତ-ପାକ୍ ଉତ୍ତେଜନା: ସମସ୍ତ ଜିଲ୍ଲାପାଳ, ଆରଡିସିଙ୍କ ଛୁଟି ବାତିଲ ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ଏବଂ ରାଜସ୍ୱ ବିଭାଗୀୟ କମିଶନର (ଆରଡିସି)ଙ୍କ ଛୁଟି ବାତିଲ କରିଛନ୍ତି। ପଶ୍ଚିମ ଭାରତରେ ଯୁଦ୍ଧ ପରି ପରିସ୍ଥିତିକୁ ନଜରରେ ରଖି…

ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି ପାଇଁ ରାଜି : ଡୋନାଲ୍ଡ ଟ୍ରମ୍ପ

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା…

ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ୩ ଛାତ୍ରୀ, ସହଯୋଗ କଲା ପ୍ରଶାସନ

ବାଲେଶ୍ୱର : ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ଛାତ୍ରଛାତ୍ରୀ । ପ୍ରଶାସନର ସହଯୋଗରେ ବାଲେଶ୍ଵରରେ ପହଞ୍ଚିଲେ ଛାତ୍ରୀ । ସେମାନେ ହେଲେ ହେନା ମଙ୍ଗଲ, ଗୀତାଞ୍ଜଳି ଜେନା , ଜସ୍ମିତା ନାୟକ । ଛାତ୍ରୀ ମାନଙ୍କ…

ଅପରେସନ ସିନ୍ଦୂରରେ ସଫା ହୋଇଯାଇଥିଲେ ଏସବୁ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀ

ନୂଆଦିଲ୍ଲୀ: ମେ ୬-୭ ମଧ୍ୟରାତ୍ରିରେ ଭାରତୀୟ ସେନା ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ୯ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ଭାରତ ସରକାର ୧୦୦…

ଭାରତ-ପାକ୍ ଉତ୍ତେଜନା: ରାଜ୍ୟର ସବୁ ଆଇପିଏସଙ୍କ ଛୁଟି ବାତିଲ ନିର୍ଦ୍ଦେଶ

ଭୁବନେଶ୍ଵର: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ପାକ୍ ସେନା ଆକ୍ରମଣର ମୁଁହତୋଡ ଜବାବ ଦେଉଛନ୍ତି ଭାରତୀୟ ଯବାନ। ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ…

ସୀମାରେ ଗୁଳିମାଡ଼: ପାକ୍ ଗୁଳିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଶ୍ରୀନଗର: ପାକିସ୍ତାନର ଗୁଳିମାଡରେ ପ୍ରାଣ ହରାଇଥିବା ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା । ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନ ସେନାର ଗୁଳିରେ ଜୀବନ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ…