ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ଚାଷୀ ପଞ୍ଜିକରଣ ସମସ୍ୟା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଆହୁରି ସରଳୀକରଣ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୩ ଲକ୍ଷ ୩୮ହଜାର ୭୩୫ ଜଣ ଚାଷୀ ପଞ୍ଜିକରଣ କରିସାରିଲେଣି। ଗତବର୍ଷ ଏହି ସମୟରେ…

ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ

ଭୁବନେଶ୍ୱର ୩୧।୦୭ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଚେତାବନୀ । କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦର ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି।ଏହି କମିଟି ନ କଲେ ଦରମା…

ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ ପ୍ରସଙ୍ଗ : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ, ୩୧।୭: ଶିକ୍ଷକ ବଦଳି ପ୍ରକ୍ରିୟାରେ ସାଂସଦ ଓ ବିଧାୟକଙ୍କ ସୁପାରିସକୁ ନେଇ ରାଜ୍ୟ ସରକାରଙ୍କ ନୂଆ ନୀତି ବିବାଦ ଘେରକୁ ଆସିଛି। ଏହି ନୀତିକୁ ଚ୍ୟାଲେଞ୍ଜ କରି କିଛି ଶିକ୍ଷକ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ଅଦାଲତ ରାଜ୍ୟ…

ଡେଲିଭରୀ ବଏଙ୍କ ପାଇଁ ଆଡଭାଇଜରୀ ଜାରି କଲା ପରିବହନ ବିଭାଗ

ଭୁବନେଶ୍ବର: ଡେଲିଭରୀ ବଏଙ୍କ ପାଇଁ ଆସିବ ଆଡଭାଇଜରି । ଦୃତ ଗତିରେ ଗାଡ଼ି ଚଳାଇବାକୁ ନେଇ ଏଭଳି ନିଷ୍ପତ୍ତି ନେଇଛି ପରିବହନ ବିଭାଗ । ଜଲଦି ପାର୍ସଲ ପହାଞ୍ଚାଇବା ପାଇଁ ଡେଲିଭରି ବଏଙ୍କ ମଧ୍ୟରେ ରିତିମତ ପ୍ରତିଯୋଗିତା ଚାଲିଛି । ତାହା…

୫ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ ଦେଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ ନରଭାଣେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ…

ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ‘ନିସାର’ ଉତକ୍ଷେପଣ ସଫଳ

ବୁଧବାର ସନ୍ଧ୍ୟାରେ ନାସା-ଇସ୍ରୋ ସିନ୍ଥେଟିକ୍ ଆପର୍ଚର ରାଡାର ନିସାର (NISAR) ଉପଗ୍ରହକୁ ସଫଳତାର ସହ ଉତକ୍ଷେପଣ କରାଯାଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛି ଯେ ଏହି ଉତକ୍ଷେପଣ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ସତୀଶ ଧାୱନ ମହାକାଶ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବନ୍ଧା ହେଲେ ୬ ଜଣ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଗିରଫ ହେଲେ ୬ ଜଣ । ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହି ଲିକ୍‌ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨…

ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବା ନେଇ ଘୋଷଣା କରିଛନ୍ତି । ସାମାଜିକ ଗଣମାଧ୍ୟମରେ ସେ ପୋଷ୍ଟ କରି ଲେଖିଛନ୍ତି କି ଭାରତ, ଋଷ୍ ସହିତ ଅସ୍ତ୍ରଶସ୍ତ୍ର ଓ ତେଲ ବ୍ୟାପାର…

ଆର୍‌ଆଇ ଅମିନ ପରୀକ୍ଷା ବାତିଲ, ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଉ ଥରେ ହେବ ପରୀକ୍ଷା

ଭୁବନେଶ୍ବର: ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା । ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି । ୨୮୯୫ ପଦବି ଖାଲି ଥିଲା । ପରୀକ୍ଷା…

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ, ଭୟରେ ଫୋପାଡି ଦେଇଥିଲେ ଟଙ୍କା ଭର୍ତ୍ତି ବ୍ୟାଗ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଇଞ୍ଜିନିୟର। କାଲି ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଭୁବନେଶ୍ୱରର ଆର୍ ଆଣ୍ଡ ବି ଡିଭିଜନ-୩ର ସହକାରୀ ଇଞ୍ଜିନିୟର ରାଜା କିଶୋର ଜେନାଙ୍କ ଘର ରେଡ୍‌ କରିଥିଲେ। ଆଉ ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ସେହି…