ସମସ୍ତ ଆବଣ୍ଟନ ପ୍ରାପ୍ତକାରୀ ଅଗଷ୍ଟ ୩୧ସୁଦ୍ଧା ୟୁଏଏନ୍ ଜେନେରେଟ୍ କରନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ସମସ୍ତ ଆବଣ୍ଟନ ପ୍ରାପ୍ତକାରୀଙ୍କୁ ୩୧ ଅଗଷ୍ଟ ସୁଦ୍ଧା ଏକ ୟୁନିକ୍ ଆକାଉଣ୍ଟ୍ ନମ୍ବର(ୟୁଏଏନ୍) ଜେନେରେଟ୍ କରିବାକୁ ନିବେଦନ କରାଯାଇଛି। ଏହି ୟୁଏଏନ୍ ବିଭିନ୍ନ ପୂର୍ବ ଓ ପରବର୍ତ୍ତୀ ଆବଣ୍ଟନ ସେବା ପାଇଁ ବାଧ୍ୟତାମୂଳକ ରହିବ।…

ଓଡ଼ିଶା ଉପକୂଳରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର କ୍ରମାଗତ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର: ଭାରତର ପ୍ରତିରକ୍ଷା କ୍ଷେତ୍ରରେ ଏକ ବଡ଼ ସଫଳତା ସ୍ୱରୂପ, ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଛି। ଏହି ପରୀକ୍ଷଣଗୁଡ଼ିକ ଜୁଲାଇ ୨୮ ଏବଂ ୨୯, ୨୦୨୫…

ତୁର୍କୀ ବିକ୍ରି କରୁଛି ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ବୋମା: ପ୍ରତିରକ୍ଷା ଶିଳ୍ପ ମେଳାରେ ପ୍ରଦର୍ଶନ କଲା

ଆଙ୍କରା: ତୁର୍କୀ ଡ୍ରୋନ୍‌ର ରପ୍ତାନିକାରୀ ଭାବେ ଖ୍ୟାତି ହାସଲ କରିଛି। ଏବେ ତୁର୍କୀ ବ୍ୟାପକ ଧ୍ୱଂସ ଘଟାଉଥିବା ବୋମାର ନିର୍ମାତା ମଧ୍ୟ ହୋଇଛି। ଇସ୍ତାନବୁଲରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ପ୍ରତିରକ୍ଷା ଶିଳ୍ପ ମେଳା ଆଇଡିଇଏଫ ୨୦୨୫ରେ, ତୁର୍କୀ ବିଶ୍ୱର ଦୁଇଟି ସବୁଠାରୁ…

ନେହେରୁଙ୍କ ପାଇଁ ପିଓକେର ସୃଷ୍ଟି, କଂଗ୍ରେସର ଭୁଲରୁ ପାକିସ୍ତାନ ସୃଷ୍ଟି- ଲୋକସଭାରେ ବର୍ଷିଲେ ଶାହ

ନୂଆଦିଲ୍ଲୀ: ପିଓକେ ପ୍ରସଙ୍ଗରେ ନେହେରୁଙ୍କୁ ନିଶାନା କଲେ ଶାହ । ସଂସଦରେ ଅପରେସନ ସିନ୍ଦୂର ନେଇ ମହାବିତର୍କ ବେଳେ କଂଗ୍ରେସକୁ ଟାର୍ଗେଟ୍ କଲେ ଶାହ । ପିଓକେ ପ୍ରସଙ୍ଗ ଉଠାଇ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହେରୁଙ୍କୁ କଟାକ୍ଷ କଲେ ଶାହ ।…

ଗୋଟିଏ ସପ୍ତାହରେ ୪ କ୍ବିଣ୍ଟାଲ ସୁନା କିଣିଲା ରିଜର୍ଭ ବ୍ୟାଙ୍କ

ମୁମ୍ବାଇ : ଜୁନ୍ ୨୦୨୫ ଶେଷ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣି ଥରେ ବିପୁଳ ପରିମାଣରେ ସୁନା କ୍ରୟ କରିଛି। ରିଜର୍ଭ ବ୍ୟାଙ୍କ ମାତ୍ର ଗୋଟିଏ ସପ୍ତାହରେ ପ୍ରାୟ ୪ କ୍ୱିଣ୍ଟାଲ (୦.୨ ଟନ୍) ସୁନା କିଣିଛି, ଯାହା ଦ୍ଵାରା…

ଗୋପାଳପୁର ଗଣଦୁଷ୍କର୍ମ: ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମବ୍ରାଞ୍ଚ

ଗୋପାଳପୁର ଗଣଦୁଷ୍କର୍ମ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ସୋମବାର ଚାର୍ଜଶିଟ୍ ଦାଖଲ କରିଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଅଦାଲତରେ ୫୭୪ ପୃଷ୍ଠାର ଏହି ଚାର୍ଜଶିଟ୍ ଦାଖଲ କରାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ ୧୫ ତାରିଖରେ ଯୁବତୀ ଜଣକ ନିଜ ପୁରୁ​‌ଷ ବନ୍ଧୁଙ୍କ ସହିତ…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୩ତମ ପାଳି। ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ…

ଅପରେସନ ସିନ୍ଦୂରରେ ବିମାନ ନଷ୍ଟ ନେଇ ଜବାବ ରଖିଲେ ରାଜନାଥ, କହିଲେ-ପରୀକ୍ଷାର ଫଳ ଗୁରୁତ୍ୱପୂର୍ଣ୍ଣ, ପେନସିଲ ଭାଙ୍ଗିବା ନୁହେଁ

ନୂଆଦିଲ୍ଲୀ ୨୮।୭: ସଂସଦର ମୌସୁମୀ ଅଧିବେଶନରେ ସୋମବାର ‘ଅପରେସନ ସିନ୍ଦୂର’ ଉପରେ ଆଲୋଚନା ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଲୋଚନା ଆରମ୍ଭ କରିଥିବା ବେଳେ ବିରୋଧୀ ଦଳ ସାମରିକ ଅଭିଯାନ କାଳରେ ଭାରତୀୟ ବାୟୁସେନାର କେତୋଟି ବିମାନ ନଷ୍ଟ ହୋଇଛି…

ନିର୍ଯାତନା ଅଭିଯୋଗରେ ଆରଏମସି କର୍ମୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା: ରାଉରକେଲା ମ୍ୟୁନିସିପାଲ କର୍ପୋରେସନ (ଆରଏମସି)ର ଜଣେ ମହିଳା କର୍ମଚାରୀ କାର୍ଯ୍ୟସ୍ଥଳରେ ନିର୍ଯାତନା ଅଭିଯୋଗ କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସରସ୍ୱତୀ ସାମନ୍ତ ନାମକ ଏହି ମହିଳା ଜଣକ ସୋସିଆଲ ମିଡିଆରେ ଲାଇଭ୍ ଆସି ନିଜ ମାନସିକ ସ୍ଥିତି ବିଷୟରେ କହିବା…

ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟା ଭିତରେ ମିଳିବ ସହାୟତା: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟା ଭିତରେ ସହାୟତା ମିଳିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି। ପାଗ ଅନୁକୂଳ ହେଲେ ଆସନ୍ତା କାଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…