ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି
କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭…
