‘ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି’
ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିରେ ୧୧ ହଜାରରୁ ଊଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ…