ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଓଡ଼ିଶା…

ଜୁଆ ଆଡ୍ଡା ଉପରେ ଚଢାଉ: ୧୯ ଗିରଫ

ଗଞ୍ଜାମ: ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା। ହଠାତ ଚଢଉ କଲା ପୋଲିସ। ଏହା ଘଟଣାରେ ୧୯ ଜଣ ଗିରଫ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ୪ ଲକ୍ଷ ୪ ହଜାର ଟଙ୍କା…

ଆମ ସରକାର ସମୟରେ ଜାତିଗତ ଜନଗଣନା ନ କରିବା ଭୁଲ ଥିଲା : ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (୨୫ ଜୁଲାଇ, ୨୦୨୫) କହିଛନ୍ତି ଯେ ତାଙ୍କ ଦଳ କ୍ଷମତାରେ ଥିବା ସମୟରେ ଜାତିଗତ ଜନଗଣନା ନକରିବା ତାଙ୍କର ଭୁଲ ଥିଲା, କିନ୍ତୁ ଏବେ ସେ ଏହି ଭୁଲକୁ…

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ଟି ଗେଟ୍

ସମ୍ବଲପୁର : ଲଗାଣ ବର୍ଷାରେ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା । ଏବେ ମୋଟ ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି…

ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ

ପୁରୀ: ପୁରୀର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି ଦିବ୍ୟ ଜ୍ୟୋତି ପରିଡା । କାର୍ଯ୍ୟରେ ଯୋଗଦାନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରି ଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କୁ ତାଙ୍କ…

ପୁଣି ତଳମୁହାଁ ହେଲା ସେୟାର ମାର୍କେଟ; ସେନ୍‌ସେକ୍ସ ୭୦୦ ପଏଣ୍ଟ୍‌ ହ୍ରାସ

ମୁମ୍ବାଇ: ଲଗାତାର ଭାବେ ସେୟାର୍‌ ବଜାର ହ୍ରାସ ହେବା‌ରେ ଲାଗିଛି। ସେନ୍‌ସେକ୍ସ ୭୨୦ରୁ ଅଧିକ ପଏଣ୍ଟ୍‌ ହ୍ରାସ ପାଇଛି। ଯେତେବେଳେ କି ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇଛି। ନିଫ୍‌ଟିରେ ୨୨୫ ପଏଣ୍ଟ୍‌ ହ୍ରାସ ପାଇ ୨୪୮୩୭ରେ ବନ୍ଦ୍‌ ହୋଇଛି। ବିଏସଇ…

ଓଡ଼ିଶା ଟେକ୍ସର ଶୁଭାରମ୍ଭ; ଓଡ଼ିଶାର ବସ୍ତ୍ର ସମଗ୍ର ଦେଶରେ ପହଞ୍ଚିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ…

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ଜୟପୁର: ଜୟପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହେବାପରେ ଜରୁରୀ ଅବତରଣ କରିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର ଇଣ୍ଡିଆ ବିମାନକୁ ଶନିଦଶା ଲାଗିଛି କି? ବୋଲି ଲୋକେ ପ୍ରଶ୍ନ କରିଛନ୍ତି। କାରଣ…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି : ଲଗାଣ ବର୍ଷାରେ ବୁଡ଼ିଲା ପୋଲ । କାଲିମେଳା କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର ପାଣି । କାଲିମେଳାରୁ ପଡିଆ ଅଞ୍ଚଳକୁ ଯାତାୟାତ ଠପ ହୋଇଯାଇଛି । ମାଲକାନଗିରି ଜିଲ୍ଲା କାଲିମେଳାର କନ୍ୟାଶ୍ରମ ପୋଲ ଉପରେ ୨ ଫୁଟର…

ଉନ୍ନତ ପ୍ରଯୁକ୍ତିବିଦ୍ୟା ଦ୍ବାରା ଟାଟା ଷ୍ଟିଲ କଳିଙ୍ଗନଗର ପ୍ଲାଣ୍ଟ ମଧୁର ଜଳ ବ୍ୟବହାରରେ ୪୦% ହ୍ରାସ କରିଛି

କଳିଙ୍ଗନଗର: ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ ଟାଟା ଷ୍ଟିଲ କଳିଙ୍ଗନଗର ପ୍ଲାଣ୍ଟ ଜଳ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଦିଗରେ ଷ୍ଟିଲ ଉଦ୍ୟୋଗରେ ଏକ ନୂତନ ମାନଦଣ୍ଡ ସ୍ଥାପନ କରିଛି । ଉନ୍ନତ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଏହି ପ୍ଲାଣ୍ଟ ମଧୁର…