ଜମ୍ମୁ-କଶ୍ମୀରରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ: ଜଣେ ଯବାନ ସହିଦ୍, ୨ ଆହତ

ନୂଆଦିଲ୍ଲୀ: ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ନେଲା ଯବାନଙ୍କ ଜୀବନ। ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀରର ପୁଞ୍ଚରେ ଥିବା ନିୟନ୍ତ୍ରଣ ରେଖା ନିକଟରେ ଏକ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ଘଟି ଭାରତୀୟ ସେନାର ଜଣେ ଯବାନ ସହିଦ୍ ହୋଇଛନ୍ତି। ଜାଟ୍ ରେଜିମେଣ୍ଟର ଜଣେ ସୈନିକ…

ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଘରୁ ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ

ଜୟପୁର: ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ । ରେଞ୍ଜରଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା । ଦେଢ କୋଟି ଟଙ୍କା ସହ ସୁନା ବିସ୍କୁଟ ଜବତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି…

ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, ଗିରଫ ନକଲେ ଆତ୍ମହୁତି ଧମକ

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନାରେ ଜଣେ ୧୯ ବର୍ଷୀୟା ଯୁବତୀର ଅଭିଯୋଗ ଆଧାରରେ ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଧର୍ଷଣ, ଗର୍ଭପାତ ଏବଂ ଧମକର ମାମଲା ରୁଜୁ ହୋଇଛି, ଯେଉଁଥିରେ ସେ ବାହାନାରେ ନାବାଳିକା ଅବସ୍ଥାରୁ ତାଙ୍କୁ ଯୌନ ଶୋଷଣ…

ଶାସ୍ତ୍ର ଓ ଶସ୍ତ୍ର ଉଭୟ ଜରୁରୀ : ସିଡିଏସ୍

ନୂଆଦିଲ୍ଲୀ : ଚିଫ ଅଫ ଡିଫେନ୍ସ ଷ୍ଟାଫ୍ ( ସିଡିଏସ ) ଜେନେରାଲ ଅନିଲ ଚୌହାନ କହିଛନ୍ତି ଯେ ‘ଅପରେସନ୍ ସିନ୍ଦୂର’ ଏବେ ବି ଚାଲିଛି ଏବଂ ସେନାକୁ ସବୁବେଳେ ସର୍ବାଧିକ ସତର୍କ ସ୍ଥିତିରେ ରହିବାକୁ ପଡିବ। ସେ କହିଛନ୍ତି ଯେ…

ସୁନ୍ଦରଗଡରେ ପ୍ରବଳ ବର୍ଷା, ବଣାଇ ମେଡିକାଲ ଭିତରେ ପଶିଲା ପାଣି

ବଣାଇ: ବଣାଇ ମେଡିକାଲ ଭିତରେ ପଶିଲା ପାଣି । ରୋଗୀ ହନ୍ତସନ୍ତ । ସୁନ୍ଦରଗଡ ଜିଲ୍ଲା ବଣାଇରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଲାଗି ରହିଛି । ପ୍ରାୟ ୧୨ଘଣ୍ଟାରୁ ଅଧିକ ହେବ ଅଧିକାଂଶ ସ୍ଥାନରେ ବିଦ୍ୟୁତ ସେବା ଠପ ହୋଇଯାଇଛି…

ଅବପାତ ଘନୀଭୂତ ହୋଇ ଲଘୁଚାପରେ ପରିଣତ, ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ ଏସଆରସି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଶୁକ୍ରବାର ସକାଳେ ନିଶ୍ଚିତ କରିଛି ଯେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ପଶ୍ଚିମବଙ୍ଗ ଏବଂ ବାଂଲାଦେଶର ଉପକୂଳକୁ ଅତିକ୍ରମ କରି ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ…

ସର୍ବଦଳୀୟ ବୈଠକରେ ସହମତି: ସୋମବାରଠାରୁ ସୁରୁଖୁରୁରେ ଚାଲିବ ସଂସଦ

ବିହାରରେ ଭୋଟର ତାଲିକା ସଂଶୋଧନ ଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର)କୁ ବିରୋଧ କରି ସଂସଦରେ ଦୁଇଦିନ ଧରି ହଟ୍ଟଗୋଳ ଲାଗି ରହିବା ପରେ ଶୁକ୍ରବାର ସୁଧାର ଆସିଛି। ସର୍ବଦଳୀୟ ବୈଠକରେ ଶାସକ ଏବଂ ବିରୋଧୀଙ୍କ…

ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ପାଇଁ ହାଇଲେବୁଲ କମିଟି ବୈଠକ, ୯ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ରାଉରକେଲା : ରାଉରକେଲା ଇସ୍ପାତ କାରଖାନା ସଂପ୍ରସାରଣ ପାଇଁ ହାଇଲେବୁଲ କମିଟି ବୈଠକ । ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ହାଇଲେବୁଲ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩୦ ହଜାର କୋଟି ଟଙ୍କା ବ୍ୟୟ ଅଟକଳ ରେ ୧୨୦୦ ଏକର…

ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା କଣ୍ଟ୍ରାକ୍ଟଚୁଆଲ ନିଯୁକ୍ତି…

ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ

ଭୁବନେଶ୍ବର : ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ ମିଳିଛି। ଗୁରୁବାର ଚକ୍‌ମାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ି ଭିଜିଲାନ୍ସ ଦ୍ଵାରା…