ଶୁକ୍ରବାର ‘ଓଡ଼ିଶା ଟେକ୍ସ ୨୦୨୫’ : ସୃଷ୍ଟି ହେବ ଅଧିକ ନିଯୁକ୍ତି ସୁଯୋଗ
ଭୁବନେଶ୍ବର ୨୪।୭: ରାଜଧାନୀରେ ଆରମ୍ଭ ହେବ ଓଡ଼ିଶା ଟେକ୍ସ ୨୦୨୫ । ଶୁକ୍ରବାର ଲୋକସେବା ଭବନର କନଭେସନ ହଲ୍ରେ ହେବ ଓଡ଼ିଶା ଟେକ୍ସ ୨୦୨୫ । ବିଭିନ୍ନ ଇଣ୍ଡଷ୍ଟ୍ରି ଇନଭର୍ଟର ଯୋଗ ଦେବେ । ଓଡ଼ିଶାର ଭିତ୍ତିଭୂମି ସମ୍ପର୍କରେ ଅଧିକ ସୁଯୋଗ…