ଅନାସ୍ଥା ପ୍ରସ୍ତାବ ବିରୋଧୀଙ୍କ ପାଇଁ ବୁମେରାଂ ହେବ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧକୁ ପ୍ରସଙ୍ଗ କରି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବ ଆହ୍ୱାନକୁ ନେଇ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ଶକ୍ତ ଜବାବ…

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ରାଜ୍ୟର ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‌ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି।…

ନାରୀ ନ୍ୟାୟ ବାହିନୀ ଆପ୍‌ ଉନ୍ମୋଚିତ

ଭୁବନେଶ୍ଵର: ନାରୀ ନ୍ୟାୟ ବାହିନୀ ସଂଗଠନ ତରଫରୁ ଉନ୍ମୋଚନ ହୋଇଛି ନାରୀ ନ୍ୟାୟ ବାହିନୀ ଆପ୍‌। ପିସିସି ସଭାପତି ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଆପ୍‌କୁ ଉନ୍ମୋଚନ କରିଛନ୍ତି। ନାରୀମାନଙ୍କର ଉପରେ ହେଉଥିବା ଅନ୍ୟାୟ ବିରୋଧରେ…

ନାବାଳକ ଛାତ୍ରକୁ ନିସ୍ତୁକ ମାଡ଼: ଭିଡିଓ ଭାଇରାଲ ପରେ ପ୍ରଶାସନର ହସ୍ତକ୍ଷେପ

ଭୁବନେଶ୍ବର: ଏକ ସମ୍ବେଦନଶୀଳ ଘଟଣାକୁ ନେଇ ରାଜ୍ୟସଭା ସାଂସଦ ସୁଲତା ଦେଓ ପୁଣି ଥରେ ରାଜ୍ୟ ସରକାରଙ୍କୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି। ଯାଜପୁରଜିଲ୍ଲା କାଳିଆପାଣି ଅଞ୍ଚଳରେ ଜଣେ ନାବାଳକଙ୍କୁ ଚପଲରେ ମାଡ଼ ମରାଯିବା ଘଟଣା ନେଇ ସୁଲତା ଦେଇ ସାମାଜିକ…

ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍‌ଆଇଟି ତଦନ୍ତ ଆବଶ୍ୟକ ନାହିଁ

କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍‌ଆଇଟି ତଦନ୍ତର ଆବଶ୍ୟକତା ନାହିଁ…

ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା…

ଲୋକେ ଏବେ ରାସ୍ତାରେ ପହଁରୁଛନ୍ତି.. ବିଜେପି-ଆପ୍‌ ଟ୍ୱିଟ୍‌ ଯୁଦ୍ଧ

ନୂଆଦିଲ୍ଲୀ : ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ…

ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ: ପିସିସି ସଭାପତି

ଭୁବନେଶ୍ଵର: ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା…

ବିହାର ବିଧାନସଭାରେ ହଙ୍ଗାମା…ଶାସକ ଓ ବିରୋଧୀ ଦଳର ବିଧାୟକଙ୍କ ଉପରେ ରାଗିଗଲେ ବାଚସ୍ପତି

ନୂଆଦିଲ୍ଲୀ ୨୩/୦୭: ବିହାର ବିଧାନସଭାରେ ହଙ୍ଗାମା । ‘ବାପା’ ଶବ୍ଦକୁ ନେଇ ଜୋରଦାର ହଟ୍ଟଗୋଳ । ସ୍ଥିତି ଏମିତି ହେଲା ଯେ, ରାଗିଯାଇଥିଲେ ବାଚସ୍ପତି ନନ୍ଦ କିଶୋର ଯାଦବ । ଏମିତିକି ଶାସକ ଓ ବିରୋଧୀଙ୍କ ଭଡକିଥିଲେ । ଛାଡି ଚାଲିଯାଇଥିଲେ…

ଗୋଆ ଦେଶର ସବୁଠୁ ଧନୀ ରାଜ୍ୟ, ବିହାର ସବୁଠୁ ଗରିବ

ନୂଆଦିଲ୍ଲୀ ୨୩।୭: ଭାରତର ଅର୍ଥ ବ୍ୟବସ୍ଥା ଲଗାତାର ଆଗକୁ ବଢିବାରେ ଲାଗିଛି, ହେଲେ ସବୁ ରାଜ୍ୟଙ୍କ ବିକାଶ ହାର ଏକା ଭଳି ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରାଳୟ ଲୋକସଭାରେ ଯେଉଁ ତାଜା ରିପୋର୍ଟ ଉପସ୍ଥାପନ କରିଛି ସେଥିରେ ଗୋଆକୁ ଦେଶର ସବୁଠୁ ଧନୀ…