ଭାରତ ପାକିସ୍ତାନ ଉପରେ ଆକ୍ରମଣ କଲେ ବାଙ୍ଗଲାଦେଶ ଭାରତ ସହ ଯୁଦ୍ଧ କରିବ

ଢାକା, ୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ତୀବ୍ର ହୋଇଥିବା ଉତ୍ତେଜନା ମଧ୍ୟରେ ବାଂଲାଦେଶର ଜଣେ ଅବସରପ୍ରାପ୍ତ ମେଜର ଜେନେରାଲ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଭାରତ…

ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ

ନୂଆଦିଲ୍ଳୀ: ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ପାକିସ୍ତାନ। ଭାରତ ଆକ୍ରମଣ ଭୟରେ ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ହାଫିଜ ସଇଦକୁ ତ୍ରିସ୍ତରୀୟ ସୁରକ୍ଷା ଯୋଗାଉଛି ପାକିସ୍ତାନ । ପାକସେନା, ଗୁଇନ୍ଦା ସଂସ୍ଥା ଏଏସଆଇ ଓ ଆତଙ୍କୀ ସଙ୍ଗଠନ ଲସ୍କର-ଏ-ତୋଇବା ମିଳିତ ଭାବେ ଆତଙ୍କୀ ହାଫିଜକୁ…

୩ ଲକ୍ଷ ଜବତ ମାମଲା: ମହିଳା ଅଧିକାରୀ ଗିରଫ, ଜାଣନ୍ତୁ ଅବକାରୀ ଅଧୀକ୍ଷକଙ୍କ ସଂପତ୍ତି

ଢେଙ୍କାନାଳ: ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ଦାମୀ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ ଭିଜିଲାନ୍ସ ବିଭାଗ ଶ୍ରୀମତୀ ନାୟକଙ୍କୁ ଗିରଫ କରିଛି। ଏଥି ସହିତ ଭିଜିଲାନ୍ସ ଟିମ୍…

କଲେଜ ଛାତ୍ରଙ୍କ ମୃତଦେହ ରେଳଷ୍ଟେସନ ନିକଟରୁ ଉଦ୍ଧାର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଲିଙ୍ଗରାଜ ରେଳ ଷ୍ଟେସନ ପାଖରୁ ଜଣେ କଲେଜ ଛାତ୍ରଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ତପନ ଆଚାର୍ଯ୍ୟ (୨୨)। ସୂଚନା ଅନୁସାରେ ଗୋତଣ୍ଡା ଗ୍ରାମ ମହାବୀର ନଗରର ବାସିନ୍ଦା ଅଜୟ ଆଚାର୍ଯ୍ୟଙ୍କ ଏକ…

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ ଋତୁ ନିମନ୍ତେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ସହାୟତା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଚାଷୀଙ୍କ…

ପାକିସ୍ତାନରେ ଅଣ୍ଡର ଗ୍ରାଉଣ୍ଡ ହେଉଛନ୍ତି ଆତଙ୍କୀ: ଆକ୍ରମଣ ଭୟରେ ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ

ନୂଆଦିଲ୍ଲୀ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ପାକିସ୍ତାନ ଉପରେ ହେବ ଆକ୍ରମଣ । ପହଲଗାମ ଘଟଣାର ପ୍ରତିଶୋଧ ନେବ ଭାରତ । ଏକଥା ଆମେ କହୁନୁ । ଖୋଦ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଏଭଳି ଦାବି କରିଛି ।…

ଜନଗଣନା ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହେବ ଜାତିଗଣନା, କ୍ୟାବିନେଟରେ ହେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ କରିବାକୁ ସରକାର ଆଜି ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଏ ନେଇ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା…

ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ଶୁଣାଣି

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ନେଇ ସୁପ୍ରିମକୋର୍ଟ ଆସନ୍ତାକାଲି (ଗୁରୁବାର) ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଉପରେ ଶୁଣାଣି କରିବେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ…

ଏନ୍‌ଏସ୍‌ଏବିରେ ବଡ଼ ପରିବର୍ତ୍ତନ: ପୂର୍ବତନ ‘ର’ ମୁଖ୍ୟ ହେଲେ ଅଧ୍ୟକ୍ଷ

ନୂଆଦିଲ୍ଲୀ: ସରକାର ଜାତୀୟ ସୁରକ୍ଷା ପରାମର୍ଶଦାତା ବୋର୍ଡ(ଏନ୍‌ଏସ୍‌ଏବି)କୁ ପୁନର୍ଗଠିତ କରିଛନ୍ତି। ପୂର୍ବତନ ‘ର’ ମୁଖ୍ୟ ଆଲୋକ ଜୋଶୀଙ୍କୁ ଏହାର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବୋର୍ଡରେ ପୂର୍ବତନ ପଶ୍ଚିମ ବାୟୁସେନା କମାଣ୍ଡର ଏୟାର ମାର୍ଶାଲ ପିଏମ୍ ସିହ୍ନା, ପୂର୍ବତନ ଦକ୍ଷିଣ ସେନା କମାଣ୍ଡର…

ପାକିସ୍ତାନରେ ଯୁଦ୍ଧର କାଉଣ୍ଟଡାଉନ୍ ଆରମ୍ଭ: କେତେବେଳେ କିଛି ବି ହୋଇପାରେ !

ନୂଆଦିଲ୍ଲୀ: ପାକିସ୍ତାନରେ ଭୟର ବାତାବରଣ । ଭାରତର ଆକ୍ସନ କଣ ହେବ ସେନେଇ ସମସ୍ତଙ୍କ ମନରେ ଛନକା ପଶିଛି । କାରଣ ପହଲଗାମ୍ ଆତଙ୍କୀ ହମଲାର ବଦଲା କେତେବେଳେ ବି ନେଇଯିବ ଭାରତ । ପହଲଗାମ୍ ଆତଙ୍କୀ ଆକ୍ରମଣରେ ପାକ୍ ସେନାର…