ସେନାକୁ ନିଷ୍ପତ୍ତି ନେବାର ଅଧିକାର ଦେଲେ ସରକାର : ଆକ୍ରମଣର ଲକ୍ଷ୍ୟ ଓ ସମୟ ସ୍ଥିର କରିବ ସେନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନରେ ମଙ୍ଗଳବାର ସଂଧ୍ୟାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ପାକିସ୍ତାନକୁ ଜବାବ ଦେବାକୁ ଏହି ବୈଠକରେ ଭାରତର ତିନି ସେନାକୁ ସଂପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି । ସେନା ଆକ୍ରମଣର ଟାର୍ଗେଟ୍ ଓ ସମୟ ସ୍ଥିର…

ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ

ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ।…

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତୀ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି ।…

ପାକିସ୍ତାନ ହେବ ଦୁଇଭାଗ: ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ହେବ!

ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସିନ୍ଧ୍ ପ୍ରଦେଶରେ ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ପାଇଁ ବ୍ୟାପକ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ଲୋକମାନେ ବିପର୍ଯ୍ୟୟରେ ସୁଯୋଗ ଖୋଜିବାକୁ ଚେଷ୍ଟା କରୁଛନ୍ତି ଏବଂ ଏହା ଦେଖାଯାଉଛି ଯେ, ସେମାନେ ଭାରତର…

ମେ’ ୧ ଓ ୨ରେ ଜାତୀୟ ଆୟୁଷ ମିଶନ ସମ୍ମିଳନୀ

ନୂଆଦିଲ୍ଲୀ : ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ମେ’ ପହିଲା ଓ ୨ ତାରିଖରେ ମହାରାଷ୍ଟ୍ରର ଲୋନାଭାଲାଠାରେ ଜାତୀୟ ଆୟୁଷ ମିଶନ ସମ୍ମିଳନୀ ଆୟୋଜନ କରାଯିବ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ଭାରତରେ ଆୟୁଷ ଭିତ୍ତିକ ସ୍ୱାସ୍ଥ୍ୟସେବାର ଭବିଷ୍ୟତ ଗଠନ ପାଇଁ ଏକ…

ପହଲଗାମ ଆକ୍ରମଣ : ସନ୍ଦେହରେ ଜିପ୍ ଲାଇନ ଅପରେଟର

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ବାପା ଏକ ବୟାନ ଦେଇଛନ୍ତି। ଅନନ୍ତନାଗ…

ଜୁନ ପ୍ରଥମ ସପ୍ତାହରେ ସଂପୂର୍ଣ୍ଣ ହେବ ରାମ ମନ୍ଦିର : ନୃପେନ୍ଦ୍ର ମିଶ୍ର

ଅଯୋଧ୍ୟା : ଅଯୋଧ୍ୟାର ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଆସନ୍ତା ଜୁନ ମାସ ପ୍ରଥମ ସପ୍ତାହ ସୁଦ୍ଧା ସଂପୂର୍ଣ୍ଣ ହେବ । ଜୁନ ୫ ସୁଦ୍ଧା ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ଓ ଏହାର ୧-୨ ଦିନ ସୁଦ୍ଧା ଲୋକମାନେ ନବନିର୍ମିତ…

କାନାଡ଼ାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାନାଡାର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ମାର୍କ କାର୍ନି ଏବଂ ତାଙ୍କ ବିଜୟ ପାଇଁ ଲିବରାଲ ପାର୍ଟିକୁ ଅଭିନନ୍ଦନ ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି, ଭାରତ ଏବଂ କାନାଡା…

ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଓ ଖଡଗେଙ୍କ ଚିଠି

ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପ୍ରସଙ୍ଗରେ ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ଖଡଗେ କହିଛନ୍ତି, ଏଭଳି ସମୟରେ ଆମେ ଏକ ରହିଛୁ ବୋଲି…

ଅବୈଧ ବାଂଲାଦେଶୀଙ୍କ ଉପରେ ବଡ଼ ଆକ୍ସନ, ବସ୍ତିରେ ଚାଲିଲା ବୁଲଡୋଜର, ୮୦୦ ଗିରଫ

ଅହମଦାବାଦ,୨୯।୪: ପହଲଗାମ ଆକ୍ରମଣ ପରେ, ଅନେକ ରାଜ୍ୟର ପୋଲିସ ଅବୈଧ ଶରଣାର୍ଥୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ନିକଟରେ, ଗୁଜରାଟ ପୋଲିସ ସୁରଟ ଏବଂ ଅହମ୍ମଦାବାଦରୁ ୧୦୦୦ରୁ ଅଧିକ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଥିଲା। ସେହି ସମୟରେ, ଏବେ ପୋଲିସ…