ରାଷ୍ଟ୍ରପତିଙ୍କୁ ଭେଟିଲେ ହରିବଂଶ ନାରାୟଣ ସିଂ
ନୂଆଦିଲ୍ଲୀ : ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାର ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କର ସାକ୍ଷାତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି।…