କପିରାଇଟ୍ ଉଲ୍ଲଂଘନ ପାଇଁ ଏଆର ରେହମାନ ଦେବେ ୨ କୋଟି ଟଙ୍କା: ଦିଲ୍ଲୀ ହାଇକୋର୍ଟ

ଜୁନିୟର ଡାଗର ବ୍ରଦର୍ସଙ୍କ ଶିବସ୍ତୁତିଙ୍କ ଶାସ୍ତ୍ରୀୟ ପରିବେଷଣକୁ ନେଇ କପିରାଇଟ୍ ମାମଲାରେ ୨ କୋଟି ଟଙ୍କା ଜମା କରିବାକୁ ଦିଲ୍ଲୀ ହାଇକୋର୍ଟ ସଙ୍ଗୀତ ନିର୍ଦ୍ଦେଶକ ଏଆର ରେହମାନ ଏବଂ ପୋନିୟିନ୍ ସେଲଭାନ-୨ର ନିର୍ମାତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ରେ ଗାୟକ ଫୟାଜ ୱାସିଫୁଦ୍ଦିନ…

ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି

ପୁରୀ: ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ। ରଥଯାତ୍ରା ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି। ୨୯ରୁ ଜୁନ୍ ୨୭ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର କାମ। ରତ୍ନଭଣ୍ଡାର ମରାମତି ବୈଠକ ପରେ ମୁଖ୍ୟ ପ୍ରଶାସକ ଦେଲେ ସୂଚନା।…

ଇରାନରେ ବଡ଼ ଧରଣର ବିସ୍ଫୋରଣ, ୪୦୦ରୁ ଊର୍ଦ୍ଧ୍ବ୍ୱର୍ ଆହତ

ତେହରାନ୍‌‌ : ଇରାନରେ ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ୪୦୦ରୁ ଊର୍ଦ୍ଧ୍ବ୍ୱର୍ ଆହତ ହୋଇଛନ୍ତି। ଏକ ଅଏଲ କଣ୍ଟେନରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ ମାଇଲ) ଦକ୍ଷିଣରେ…

ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଗଞ୍ଜାମ: ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଘଟିଛି ଲଜ୍ଜାଜନକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା…

ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ବାହାରିଲେ ୫୫୦ ବାଂଲାଦେଶୀ

ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ବାଂଲାଦେଶୀ। ଜଣେ କି ଦୁଇଜଣ ନୁହନ୍ତି, ୫୫୦ରୁ ଅଧିକ ବାଂଲାଦେଶୀଙ୍କୁ ଚିହ୍ନଟ କଲା ପ୍ରଶାସନ। ଏହା ହେଉଛି ଗୁଜରାଟର ଅବସ୍ଥା। ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନୀ ନାଗରିକଙ୍କୁ ଭାରତ ଛାଡ଼ି ପଳାଇବାକୁ ନିର୍ଦେଶ ଦିଆଯାଇଛି। ସ୍ଵରାଷ୍ଟ୍ର…

କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ ।…

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଗଣମାଧ୍ୟମ ଚ୍ୟାନେଲ ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଜାରି

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଗଣମାଧ୍ୟମ ଚ୍ୟାନେଲ ପାଇଁ ଏକ ପରାମର୍ଶ ଜାରି କରିଛି। ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ଏହି…

ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ…

ଭାରତକୁ ବିଲାଓ୍ବଲ ଭୁଟ୍ଟୋଙ୍କ ଧମକ; ସିନ୍ଧୁ ନଦୀରେ ଜଳ ବହିବ ନଚେତ ଭାରତୀୟଙ୍କ ରକ୍ତ ବହିବ

ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ…

ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍‌, ପତ୍ନୀ ଓ ପୁଅଙ୍କୁ କରୁଛନ୍ତି ପଚରାଉଚରା

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ…