ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ…

ଗାଡି ସାଇଡ ମରାକୁ ନେଇ ତୁମୁଳକାଣ୍ଡ : ବିବାହ ଶୋଭାଯାତ୍ରାରେ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ

ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି…

ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ରୋଜଗାର ମେଳା, ନିଯୁକ୍ତିପତ୍ର ବାଣ୍ଟିବେ ମୋଦି

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ। ଏହି…

୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ…

କାଳ ସାଜିଲା କାଳବୈଶାଖୀ : ଗଛ ଚାପିଦେଲା ଅଟୋ, ଦୁଇ ମୃତ

ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା…

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ…

ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର…

ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର, ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ ଜାରି

ମାଲକାନଗିରି : ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର । ମାଲକାନଗିରି ଜିଲ୍ଲା ସ୍ବାଭିମାନ ଅଂଚଳର କେନ୍ଦୁଗୁଡା ଏବଂ ସଲଗାଓଁପୁଟ ଜଙ୍ଗଲରେ ମାଓ ଡ଼ମ୍ପ ଉଦ୍ଧାର କରିଛନ୍ତି ବିଏସଏଫ୍ ଯବାନ । ଗୁଇନ୍ଦା ବିଭାଗ ସୂଚନା ପାଇ ୧୭୭ ବିଏସଏଫ ବାଟାଲିୟନ…

ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ ପାକ୍ ସେନାମୁଖ୍ୟ

ଇସ୍ଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନକୁ ନେଇ ପାକିସ୍ତାନ ସେନା ଆତଙ୍କିତ ହୋଇପଡ଼ିଛି। ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ନିଜ ପରିବାରକୁ ବିଦେଶ ପଠାଇ ଦେଇଛନ୍ତି। ସୁତ୍ରକୁ ଉଦ୍ଧାର କରି ଏବିପି ନ୍ୟୁଜର ଏକ…

ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି ।…