ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ
ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ । ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି । ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି…
