କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ
କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ ।…
କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ ।…
ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଗଣମାଧ୍ୟମ ଚ୍ୟାନେଲ ପାଇଁ ଏକ ପରାମର୍ଶ ଜାରି କରିଛି। ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ଏହି…
ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ…
ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ…
ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ…
ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ…
ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି…
ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ। ଏହି…
ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ…
ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା…