ଓଡ଼ିଶାରେ ୧୨ ପାକିସ୍ତାନୀ ନାଗରିକ; ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି । ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । କାରଣ ଭାରତ…

ଆତଙ୍କବାଦୀଙ୍କୁ ସ୍ବାଧୀନତା ସଂଗ୍ରାମୀ ବୋଲି କହିଲେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ

ଇସ୍‌ଲାମବାଦ୍‌: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଯୁଦ୍ଧ ଆଶଙ୍କା ମଧ୍ୟରେ ପାକିସ୍ତାନର ଉପ ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଇଶାକ ଦାରଙ୍କ ଭାରତ ବିରୋଧରେ ଦେଇଛନ୍ତି ବଡ଼ ବୟାନ । ଜମ୍ମୁ ଓ କଶ୍ମୀରର ପହଲଗାମ…

ରାଜଧାନୀର ଦୁଇ ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି । ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ…

ଭିଜିଲାନ୍ସ ଜାଲରେ ଠିକାଦାର, ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ହେଲେ ଗିରଫ

ଭୁବନେଶ୍ୱର: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ…

ନିୟନ୍ତ୍ରଣ ରେଖାରେ ଗୁଳିମାଡ କଲା ପାକିସ୍ତାନ, ଭାରତ ଦେଲା କଡା ଜବାବ

ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ…

ଲକ୍ଷ ଲକ୍ଷ କଇଁଛ ଶାବକ ସମୁଦ୍ର ମୁହାଁ

ସମୁଦ୍ର ମୁହାଁ କଇଁଛ ଛୁଆ । ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା । ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ । ଗତ ଦୁଇଦିନ ଭିତରେ ୮୨…

ନବ ଦାସ ହତ୍ୟା ମାମଲା: ଗୋପାଳର ବଡ଼ଭାଇ ସହ ପୁତୁରାକୁ କ୍ରାଇମବ୍ରାଞ୍ଚର ପଚରାଉଚରା

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ଛାନଭିନ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଗୋପାଳ ଦାସ ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଗୋପାଳର ବଡ଼ ଭାଇ ସହ ପୁତୁରାକୁ ଗତକାଲି ଟାଉନ ଥାନାରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ପରିବାର…

ପହଲଗାମ ଆକ୍ରମଣରେ ସାମିଲ ଜଣେ ଆତଙ୍କୀ ଘରେ ବୁଲିଲା ବୁଲଡୋଜର

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣରେ ସାମିଲ ସ୍ଥାନୀୟ ଆତଙ୍କୀ ଆଦିଲ ହୁସୈନ ଥୋକରର ଅନନ୍ତନାଗ ଜିଲାର ବିଜହେରା ଅଞ୍ଚଳରେ ସ୍ଥିତ ଘରକୁ ସୁରକ୍ଷାବଳ ବୋମାରେ ଉଡାଇ ଦେଇଛନ୍ତି । ଆଦିଲ ଥୋକ ଓରଫ ଆଦିଲ ଗୁରୀ ରୂପେ ପରିଚୟ ମିଳିଛି ।…

ରାଉରକେଲାରେ ପୋଲିସ ଏନକାଉଣ୍ଟର

ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍‌ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା…