ମହାନଦୀରେ ଗାଧୋଇବା ବେଳେ ଅଘଟଣ: ଦୁଇ ମୃତ, ଜଣେ ଉଦ୍ଧାର

କଟକ: ମହାନଦୀରେ ପୁଣି ଅଘଟଣ ଘଟିଛି। ଯୋବ୍ରା ଆନିକଟ ନିକଟରେ ଆଜି ଅପରାହ୍‌ଣରେ ୨ ଜଣ ବୁଡ଼ିଯାଇଛନ୍ତି। ଅନ୍ୟଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ସାଈ ବେହେରା ଓ ପିଙ୍କୁନ୍‌ ଜେନା। ସୂଚନା ଅନୁସାରେ କଟକର ମହାନଦୀର ଯୋବ୍ରା…

ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ: ଅରୁଣ କଲେ କଟାକ୍ଷ

ପୁରୀ: ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ, ‘ଭାରତ ଗ୍ରାମରେ ବାସ କରେ’। ଏଥିରେ…

ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ

ବାଲେଶ୍ୱର: ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି । ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଇସାଣୀ ଗାଁରେ ପହଞ୍ଚି…

‘ମୋ ଭିତରେ ଥିବା କ୍ରୋଧକୁ ମୁଁ ଶବ୍ଦରେ ବଖାଣି ପାରୁନାହିଁ’ – ଶାହାରୁଖ

ପହଲଗାମ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶରଲୋକଙ୍କୁ ମର୍ମାହତ କରିଛି। ଏପରି ପରିସ୍ଥିତିରେ ରାଜନେତାମାନଙ୍କ ଠାରୁ ଆରମ୍ଭ କରି କ୍ରିକେଟ ଓ କଳାକାରମାନେ ଇନଷ୍ଟାଗ୍ରାମରେ ପୋଷ୍ଟ ଜରିଆରେ ଆତଙ୍କବାଦୀଙ୍କ ଆକ୍ରମଣକୁ କଡ଼ା ନିନ୍ଦା କରିବା ସହିତ ଭାରତ ନିଶ୍ଚୟ…

ପାକିସ୍ତାନ ବିରୋଧରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ସିନ୍ଧୁ ଜଳଚୁକ୍ତି ରଦ୍ଦ, ବନ୍ଦ ହେଲା ଅଟାରୀ ସୀମା

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ…

ଆରଆଇ, ଅମିନ ପରୀକ୍ଷା ଫଳ: ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍

ଭୁବନେଶ୍ୱର: ଆରଆଇ, ଅମିନ ପରୀକ୍ଷା ଫଳ ପ୍ରକାଶ ପାଇଛି। ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍ କରିଛନ୍ତି।ସମସ୍ତ ପରୀକ୍ଷାର୍ଥୀ ପାସ୍ କରିଥିବା ଓଏସଏସଏସସି ସୂଚନା ଦେଇଛି । ୨୦୨୪ ସେପ୍ଟେମ୍ୱର ୨୦ରୁ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ପ୍ରିଲିମ୍ ପରୀକ୍ଷା ହୋଇଥିଲା। ପ୍ରିଲିମନାରୀ…

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (ଓଏଚପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ…

ଅଙ୍ଗନୱାଡି ସୁପର୍‌ଭାଇଜର୍‌ଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ: କ୍ୟାବିନେଟ୍ ନିଷ୍ପତ୍ତି

ଭୁବନେଶ୍ବର: କ୍ୟାବିନେଟ୍‌ରେ ବୁଧବାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି । ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି, ଯାହା ଦ୍ୱାରା…

ଜଳୁଛି ସାରା ଓଡିଶା,ଆହୁରି ୩ ଦିନ କଲବଲ କରିବ ତାତି

ଭୁବନେଶ୍ବର: ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୩ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…

ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି। କୋର୍ଟ ପ୍ରତିଷ୍ଠା ଦିଗରେ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମହିଳା କୋର୍ଟ ପ୍ରତିଷ୍ଠା ହେଲେ…