ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍ପେଣ୍ଡ କଲେ…