ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ
କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ…
କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ…
ଭୁବନେଶ୍ୱର : ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା । ଆଇନ ଶୃଙ୍ଖଳା ସ୍ଥିତି ନେଇ ପ୍ରଦାନ କଲେ ଦାବିପତ୍ର। ୯ ଜଣ ବରିଷ୍ଠ ନେତାଙ୍କ ସହ ଅନ୍ୟ ବିଜେଡି କର୍ମୀ ଡିଜିଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ସଞ୍ଜୟ ଦାସବର୍ମା,…
ମାଲକାନଗିରି: ସରକାର, ପ୍ରଶାସନ ଓ ସୁରକ୍ଷାକର୍ମୀମାନେ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି। ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଆଜି ଏହା ପ୍ରମାଣିତ ହୋଇଛି। ବିଜାପୁର ଜଙ୍ଗଲରେ ଆଜି ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଗୋଟିଏ ପଟେ ଶାନ୍ତିବାର୍ତ୍ତା ନେଇ…
ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସୋମବାର ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା…
ରାଜ୍ୟକୁ ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ । ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୫. °C ଟପିଛି । ୩ ଦିନ ଭିତରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବଢିବା ସହ ଜାରି ହେବ ଅସମ୍ଭାଳ…
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସର ହେବ କଲ୍ ରେକର୍ଡ ଯାଞ୍ଚ । ହତ୍ୟା କାଣ୍ଡର ଦୁଇ ମାସ ପୂର୍ବରୁ କେଉଁ ମାନଙ୍କ ସହ କଲ୍ ରେ ଯୋଗାଯୋଗ କରିଥିଲା ଗୋପାଳ ସେନେଇ…
ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଭାଟିକାନ ସିଟିର ପୋପ୍ ଫ୍ରାନ୍ସିସଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ଏହି ଅବସରରେ ପୋପ୍ଙ୍କ ସହ ସାକ୍ଷାତ ସମୟର ମୁହୂର୍ତ୍ତକୁ ମନେ ପକାଇ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ…
ଉମରକୋଟ : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ…
ଭୁବନେଶ୍ୱର: ଇସ୍ରାଏଲରେ ନିଯୁକ୍ତି ଦେବା ପାଇଁ ଭୁବନେଶ୍ୱରର ଖାରବେଳ ଥାନା ଅନ୍ତର୍ଗତ ଏକ ହୋଟେଲରେ ନକଲି ସାକ୍ଷାତକାର କରିବା ଅଭିଯୋଗରେ କମିଶନରେଟ ପୋଲିସ ସୋମବାର ଦିନ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ବାବୁଲାହରି ଗୌଡା (୪୨), ମହେଶ…
ଭୁବନେଶ୍ବର : ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ସେ ଘରୋଇ ଓଟିଭି ଚାନେଲର ‘ଗ୍ରେଟ୍ ଓଡ଼ିଶା ପଲିଟିକାଲ ସର୍କସ’ ଶୋ’ରେ ଦୀର୍ଘ ବର୍ଷ ଧରି ହାସ୍ୟ ଅଭିନୟ କରୁଥିଲେ। ମିଳିଥିବା ସୂଚନା ଅନୁସାରେ…