୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍
ନୂଆଦିଲ୍ଲୀ: ଖ୍ରୀଷ୍ଟିଆନମାନଙ୍କ ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କ ଦେହାନ୍ତ ହୋଇଛି। ସେ ୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବହୁତ ଦିନ ଧରି ସେ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ,ତାଙ୍କର ଉଭୟ ଫୁସଫୁସରେ ନିମୋନିଆ ହୋଇଥିଲା,…
