୪ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀରେ ପହଞ୍ଚିଲେ ଆମେରିକାର ଉପ ରାଷ୍ଟ୍ରପତି
ୱାଶିଂଟନ୍: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ସୋମବାର ଦିନ ଭାରତ ଗସ୍ତରେ ଆସି ଦିଲ୍ଲୀରେ ଅବତରଣ କରିଛନ୍ତି। ଏହା ହେଉଛି ତାଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ। ସେ ଭାରତ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସଂଗରେ…
