ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ…
