୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ…

‘ରାଜ୍ୟର ବେସରକାରୀ କଲେଜଗୁଡ଼ିକୁ ସରକାର ହାତକୁ ନିଅନ୍ତୁ’

ଭୁବନେଶ୍ୱର: ରାଜ୍ୟରେ ଥିବା ବେସରକାରୀ କଲେଜଗୁଡ଼ିକର ପରିଚାଳନା ଭାର ସରକାର ହାତକୁ ନିଅନ୍ତୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଉଚ୍ଚଶିକ୍ଷା ଶାଖା ପକ୍ଷରୁ ଦାବି କରାଯାଇଛି । ମହାସଂଘର ରାଜ୍ୟ ସଭାପତି ପ୍ରଫେସର ଶିବଵ୍ରତ ଦାସଙ୍କ ନେତୃତ୍ୱରେ ଏକ…

ନବୀନ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଚାହୁଁ ନଥିଲେ ଭି କେ ପାଣ୍ଡିଆନ୍‌: ପଦ୍ମଲୋଚନ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସରକାରରେ ୫ଟି ଅଧ୍ୟକ୍ଷ ଥିବା ଭି.କେ ପାଣ୍ଡିଆନ୍‌ଙ୍କୁ ବାଲେଶ୍ବର ଜିଲ୍ଲା ସିମୁଳିଆରୁ ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା ଟାର୍ଗେଟ୍‌ କରିଛନ୍ତି। ପାଣ୍ଡିଆନ୍‌ଙ୍କୁ ନେଇ ଶ୍ରୀ ପଣ୍ଡା ସାଙ୍ଘାତିକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ…

ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍‌ ଦିଆଯାଇଛି। ମୃତ୍ୟୁ ପରେ ବି ଏହି ଲୋକମାନଙ୍କ…

ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ…

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍

ଅନୁଗୁଳ: ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା…

ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍

ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା…

ଆସନ୍ତା ଅପ୍ରେଲ୍‌ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ

ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରା‌ରେ…

ରାଜ୍ୟରେ ରହିଛି ଭରପୁର ସୁନା ଖଣି

ଭୁବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ…